Posted inଜାତୀୟ

ତ୍ରିପୁରାରେ ଦୁଇଟି ନିର୍ବାଚନ ରାଲିକୁ ସମ୍ବୋଧିତ କରିବେ ମୋଦି, ୧୬ ଫେବୃୟାରୀରେ ଭୋଟିଂ

ନୂଆଦିଲ୍ଲୀ,୧୧ ।୨: ପାଖେଇ ଆସିଲାଣି ତ୍ରିପୁରା ବିଧାନସଭା ନିର୍ବାଚନ । ଏହାର ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତ୍ରିପୁରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ପ୍ରଧାନମନ୍ତ୍ରୀ ୨ଟି ନିର୍ବାଚନ ରାଲିକୁ ସମ୍ବୋଧିତ କରିବେ । ଏହି ନିର୍ବାଚନି ସଭା ତ୍ରିପୁରାର ଅଂବାସା ଓ ଗୌତମିରେ ହେବ । ରାଜ୍ୟରେ ୬୦ ସଦସ୍ୟ ବିଶିଷ୍ଟ ବିଧାନସଭା ପାଇଁ ଫେବୃୟାରୀ ୧୬ରେ ଭୋଟ ଗ୍ରହଣ କରାଯିବ ।
ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଭାରତୀୟ ଜନତା ପାର୍ଟି(ଭାଜପା)ର ରାଜ୍ୟ ନିର୍ବାଚନ ପ୍ରଭାରୀ ମହେଶ ଶର୍ମା ଓ ଦଳର ରାଜ୍ୟରେ ଥିବା ଅଧ୍ୟକ୍ଷ ରାଜୀବ ଭଟ୍ଟାଚାର୍ଯ୍ୟ ମହାରାଜା ବୀର ବିକ୍ରମ (ଏମବିବି) ଏୟାର ପୋର୍ଟରେ ମୋଦିଙ୍କୁ ସ୍ୱାଗତ କରିବେ । ସେ କହିଛନ୍ତି ମୋଦି ଧଲାଇ ଜିଲାର ଅଂବାସାରେ ଦିନ ୧୨ଟା ପାଖାପାଖି ପ୍ରଥମ ରାଲିକୁ ସମ୍ବାଧିତ କରିବେ । ଏହାପରେ ଦ୍ୱିତୀୟ ରାଲି ଗୋମତିରେ ଅପରାହ୍ନ ୩ଟାରେ ସମ୍ବୋଧିତ କରିବାର ସମ୍ଭାନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?