Posted inଜାତୀୟ

ତ୍ରିପୁରା ବିଧାନସଭା ନିର୍ବାଚନ: ଶେଷ ମତଦାନ ସୁଦ୍ଧା ୮୧.୧୦ ପ୍ରତିଶତ ଭୋଟିଂ

ଅଗରତାଲା,୧୬।୨: ତ୍ରିପୁରା ବିଧାନସଭା ନିର୍ବାଚନ ୬୦ଆସନ ପାଇଁ ଗୁରୁବାର ମତଦାନ ଶେଷ ହୋଇଛି। ମତଦାନ କେନ୍ଦ୍ରରେ ଇଭିଏମ୍‌କୁ ସିଲ୍‌ କରି ସୁରକ୍ଷିତ ରଖାଯାଇଛି। ତେବେ ଅପରାହ୍ନ ୪ଟା ସୁଦ୍ଧା ରାଜ୍ୟରେ ୮୧ପ୍ରତିଶତ ମତଦାନ ହୋଇଛି ବୋଲି ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟର ୩,୩୩୭ ମତଦାନ କେନ୍ଦ୍ରରେ ଭୋଟିଂ ହୋଇଥିଲା। ୨୦ଜଣ ମହିଳା ପ୍ରାର୍ଥୀଙ୍କ ସମେତ ମୋଟ ୨୫୯ପ୍ରାର୍ଥୀ ନିର୍ବାଚନ ମଇଦାନରେ ନିଜର ଭାଗ୍ୟ ପରୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri