Posted inଜାତୀୟ

‘ଭାଜପା ଗଙ୍ଗା ଭଳି, ପାପରୁ ମୁକ୍ତି ପାଇଁ ଏଥିରେ ବୁଡ ପକାନ୍ତୁ’: ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ବିରୋଧିଙ୍କୁ ଅଫର

କାକରାବାନ,୮ ।୧: ବାମପନ୍ଥୀ ନେତାଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହେବା ପାଇଁ ଅପିଲ କରି ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା ରବିବାର ଭାଜପାକୁ ଗଙ୍ଗା ନଦୀ ସହ ତୁଳନା କରିଛନ୍ତି । ମାଣିକ ଶାହା ବିରୋଧି ଦଳ ନେତାଙ୍କୁ ଅଫର କରିଛନ୍ତି, ତାଙ୍କ ଦଳ ଅର୍ଥାତ୍ ଭାଜପା ଗଙ୍ଗା ଭଳି । ଏଥିରେ ବୁଡ ପକାଇଲେ ପାପରୁ ମୁକ୍ତି ମିଳିଯିବ । ମୁଖ୍ୟମନ୍ତ୍ରୀ ଦକ୍ଷିଣ ତିପୁରାର କାକରାବାନରେ ଜନ ବିଶ୍ୱାସ ରାଲିରେ ଏକ ଜନସଭାକୁ ସମ୍ବୋଧନ କରିବା ବେଳେ ଏହା କହିଛନ୍ତି ।

ମାଣିକ ଶାହା ଆହୁରି ମଧ୍ୟ କହିଛନ୍ତି, ଭାଜପା ଚଳିତ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ବିଜୟକୁ ନେଇ ଆଶ୍ୱସ୍ତ ଅଛି । ସେ କହିଛନ୍ତି ମୁଁ ସେହି ଲୋକଙ୍କୁ ଅପିଲ କରୁଛି, ଯେଉଁମାନେ ଏବେବି ଷ୍ଟାଲିନ ଓ ଲେନିନଙ୍କ ବିଚାରଧାରାରେ ବିଶ୍ୱାସ କରନ୍ତି ସେମାନେ ଭାଜପାରେ ସାମିଲ ହୁଅନ୍ତୁ । କାରଣ ଏହା ଗଙ୍ଗା ନଦୀ । ଯଦି ଆପଣ ଗଙ୍ଗା ନଦୀରେ ପବିତ୍ର ସ୍ନାନ କରୁଛନ୍ତି, ତେବେ ଆପଣଙ୍କ ସମସ୍ତ ପାପ ନଷ୍ଟ ହୋଇଯିବ ।
ଟ୍ରେନର ଡବା ଏବେବି ଖାଲି ରହିଛି । ଖାଲି ଡବାରେ ବସି ଯାଆନ୍ତୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମ ସମସ୍ତଙ୍କୁ ସେହି ସ୍ଥାନକୁ ନେଇଯିବେ ଯେଉଁଠାରେ ଆମେ ପହଞ୍ଚିବାର ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri