Posted inଜାତୀୟ

‘ଭାଜପା ଗଙ୍ଗା ଭଳି, ପାପରୁ ମୁକ୍ତି ପାଇଁ ଏଥିରେ ବୁଡ ପକାନ୍ତୁ’: ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ବିରୋଧିଙ୍କୁ ଅଫର

କାକରାବାନ,୮ ।୧: ବାମପନ୍ଥୀ ନେତାଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହେବା ପାଇଁ ଅପିଲ କରି ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା ରବିବାର ଭାଜପାକୁ ଗଙ୍ଗା ନଦୀ ସହ ତୁଳନା କରିଛନ୍ତି । ମାଣିକ ଶାହା ବିରୋଧି ଦଳ ନେତାଙ୍କୁ ଅଫର କରିଛନ୍ତି, ତାଙ୍କ ଦଳ ଅର୍ଥାତ୍ ଭାଜପା ଗଙ୍ଗା ଭଳି । ଏଥିରେ ବୁଡ ପକାଇଲେ ପାପରୁ ମୁକ୍ତି ମିଳିଯିବ । ମୁଖ୍ୟମନ୍ତ୍ରୀ ଦକ୍ଷିଣ ତିପୁରାର କାକରାବାନରେ ଜନ ବିଶ୍ୱାସ ରାଲିରେ ଏକ ଜନସଭାକୁ ସମ୍ବୋଧନ କରିବା ବେଳେ ଏହା କହିଛନ୍ତି ।

ମାଣିକ ଶାହା ଆହୁରି ମଧ୍ୟ କହିଛନ୍ତି, ଭାଜପା ଚଳିତ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ବିଜୟକୁ ନେଇ ଆଶ୍ୱସ୍ତ ଅଛି । ସେ କହିଛନ୍ତି ମୁଁ ସେହି ଲୋକଙ୍କୁ ଅପିଲ କରୁଛି, ଯେଉଁମାନେ ଏବେବି ଷ୍ଟାଲିନ ଓ ଲେନିନଙ୍କ ବିଚାରଧାରାରେ ବିଶ୍ୱାସ କରନ୍ତି ସେମାନେ ଭାଜପାରେ ସାମିଲ ହୁଅନ୍ତୁ । କାରଣ ଏହା ଗଙ୍ଗା ନଦୀ । ଯଦି ଆପଣ ଗଙ୍ଗା ନଦୀରେ ପବିତ୍ର ସ୍ନାନ କରୁଛନ୍ତି, ତେବେ ଆପଣଙ୍କ ସମସ୍ତ ପାପ ନଷ୍ଟ ହୋଇଯିବ ।
ଟ୍ରେନର ଡବା ଏବେବି ଖାଲି ରହିଛି । ଖାଲି ଡବାରେ ବସି ଯାଆନ୍ତୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମ ସମସ୍ତଙ୍କୁ ସେହି ସ୍ଥାନକୁ ନେଇଯିବେ ଯେଉଁଠାରେ ଆମେ ପହଞ୍ଚିବାର ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri