Posted inଜାତୀୟ

ତ୍ରିପୁରା ହିଂସା: ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ ଅଡି ବସିଲା ତ୍ରୁଣମୂଳ କଂଗ୍ରେସ

ନୂଆଦିଲ୍ଲୀ,୨୨ ।୧୧: ତ୍ରିପୁରାରେ ପୋଲିସ ବର୍ବରତାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ପାର୍ଟି ତ୍ରୁଣମୂଳ କଂଗ୍ରେସର ଏମ୍‌ପଙ୍କ ପ୍ରତିନିଧିମଣ୍ଡଳ ସୋମବାର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ ବିରୋଧ ପ୍ରଦର୍ଶନ କରିଛନ୍ତି । ଟିଏମ୍‌ସିର ଏମ୍‌ପିମାନେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସହ ସାକ୍ଷାତ୍ କରିବାକୁ ଅଡି ବସିଛନ୍ତି । ଡେରେକ ଓ ବ୍ରାୟନ, ସୁଖେନ୍ଦୁ ଶେଖର ରାୟ, ଶାନ୍ତନୁ ସେନ, ଡୋଲା ସେନଙ୍କ ସମେତ ତ୍ରୁଣମୂଳ କଂଗ୍ରେସର ୧୬ ଏମ୍‌ପି ସକାଳୁ ସକାଳୁ ଦିଲ୍ଲୀ ସ୍ଥିତ ତ୍ରୁଣମୂଳ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସୂଚନାଯୋଗ୍ୟ, ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ସମ୍ନାରେ ବିରୋଧ ପ୍ରଦର୍ଶନ କରିବା ସମୟରେ ଏମ୍‌ପି ସୁଖେନ୍ଦୁ ଶେଖର ରାୟ କହିଥିଲେ, ତ୍ରିପୁରା ସରକାରଙ୍କୁ ବରଖାସ୍ତ କରିବା ଦରକାର । ତ୍ରିପୂରାରେ ଗୁଣ୍ଡାରାଜ ଚାଲିଛି । ସ୍ୱାରାଷ୍ଟ୍ରମନ୍ତ୍ରୀଙ୍କ ସହ ଆମେ ସାକ୍ଷାତ୍ କରିବାକୁ ଚାହୁଁଥିଲୁ ହେଲେ ସେ ଆମକୁ ସମୟ ଦେଲେ ନାହିଁ । ଆମର ଟିଏମ୍‌ସି ଯୁବା ନେତାଙ୍କ ଉପରେ ମିଛ ମାମଲା ଦାୟର କରାଯାଇଛି ବୋଲି ଟିଏମ୍ ସି ଅଭିଯୋଗ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri