Posted inଜାତୀୟ

ତ୍ରିପୁରାରେ ଭାଜପାକୁ ଝଟ୍‌କା

ଅଗରତାଲା,୨୩।୯: ତ୍ରିପୁରାରେ ଭାଜପାକୁ ଏକ  ଝଟ୍‌କା ଲାଗିଛି। ରାଜ୍ୟର କାର୍ବୁକ ବିଧାନସଭାର ବିଧାୟକ ବୁର୍ବା ମୋହନ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଟିପ୍ରା ମୋଥା ପାର୍ଟିରେ ଯୋଗଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଶୁକ୍ରବାର ବୁର୍ବା ମୋହନ ତ୍ରିପୁରା ବିଧାନସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ସୂଚନାଯୋଗ୍ୟ, ଗୋମତି ଜିଲା କାର୍ବୁକର ବିଧାୟକ ତାଙ୍କ ଇସ୍ତଫା ପତ୍ରରେ ବିଧାନସଭା ସଦସ୍ୟତା ଛାଡିବା ପାଇଁ ନିଜର ବ୍ୟକ୍ତିଗତ କାରଣ ଦର୍ଶାଇଛନ୍ତି। ଅନ୍ୟପଟେ ବିଧାନସଭା ବାଚସ୍ପତି ରତନ ଚକ୍ରବର୍ତ୍ତୀ ଏନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଶୁକ୍ରବାର କାର୍ବୁକ ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ବିଧାୟକ ଥିବା ବୁର୍ବା ତାଙ୍କୁ ଭେଟିଥିଲେ। ଏଥିସହ ବ୍ୟକ୍ତିଗତ କାରଣ ଦର୍ଶାଇ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ବୋଲି ବାଚସ୍ପତି କହିଛନ୍ତି। ଏହି ସମୟରେ ତାଙ୍କ ସହ ଟିପ୍ରା ମୋଥା ପାର୍ଟିର ଅଧ୍ୟକ୍ଷ ପ୍ରଦୋତ କିଶୋର ମାଣିକିଆ ଦେବବର୍ମା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଅକର୍ମଣ୍ୟ ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri