Posted inଜାତୀୟ

ତ୍ରିପୁରା ବିଧାନସଭାରେ ହଙ୍ଗାମା, କାର୍ଯ୍ୟରେ ବାଧା ଉପୁଜାଇବାରୁ ୫ ବିଧାୟକ ନିଲମ୍ବିତ

ଅଗରତାଲା,୭।୭: ତ୍ରିପୁରା ବିଧାନସଭାରେ ୫ ବିଧାୟକଙ୍କୁ କାର୍ଯ୍ୟରେ ବାଧା ଉପୁଜାଇବାରୁ ନିଲମ୍ବିତ କରାଯାଇଛି। ସ୍ପିକର ବିଶ୍ୱାବଂଧ ସେନ ସିପିଆଇ(ଏମ) ବିଧାୟକ ନୟନ ସରକାର, କଂଗ୍ରେସର ସୁଦିପ ରାୟ ବର୍ମନ ଓ ତିନ ଟିପରା ମୋଥା ବିଧାୟକଙ୍କୁ ବିଧାନସଭା କାର୍ଯ୍ୟରେ ବାଧା ଉପୁଜାଇବା ଓ ଅଶାନ୍ତି ସୃଷ୍ଟି କରୁଥିବାରୁ ଗୋଟିଏ ଦିନ ପାଇଁ ନିଲମ୍ବିତ କରିଛନ୍ତି।

ତ୍ରିପୁରା ମୋର୍ଥାର ୩ ନିଲମ୍ବିତ ବିଧାୟକଙ୍କ ମଧ୍ୟରେ ବୃସ୍ବକେତୁ ଦେବବର୍ମା, ନନ୍ଦିତା ରିୟାଂଗ ଓ ସଂଜିତ ଦେବବର୍ମା ସାମିଲ ଅଛନ୍ତି। ବିରୋଧୀ ସ୍ପିକରଙ୍କ ଏହି ନିଷ୍ପତ୍ତିକୁ ବିରୋଧ କରି ବାହରକୁ ଚାଲି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ।…

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ…

ବୈଠକ ପରେ ନୂଆ ଟିମ ଘୋଷଣା କଲା CJP, ୧୨ ଜଣଙ୍କୁ ଦାୟିତ୍ୱ; ଅଭିଜିତ ଦୀପକେଙ୍କୁ ମିଳିଲା ବଡ଼ ପଦ

ନୂଆଦିଲ୍ଲୀ, ୭।୮: କକରୋଚ ଜନତା ପାର୍ଟି (CJP)ର ଜାତୀୟ କାର୍ଯ୍ୟକାରିଣୀ ଗଠନ ହୋଇଛି। ଏଥିରେ ଅଭିଜିତ ଦୀପକେଙ୍କ ସମେତ ୧୨ ଜଣଙ୍କୁ ସ୍ଥାନ ମିଳିଛି। ଅଭିଜିତ ଦୀପକେଙ୍କ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri