ପିଏନ୍‌ବି ପକ୍ଷରୁ ତ୍ରିରଙ୍ଗା ବଣ୍ଟନ

ଭୁବନେଶ୍ୱର,୧୫।୮: ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶବାସୀ ‘ଆଜାଦୀ କା ଅମୃତ ମହୋତ୍ସବ’ ଅନ୍ତର୍ଗତ ହର ଘର ତ୍ରିରଙ୍ଗା ଅଭିଯାନରେ ସାମିଲ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଏକ ଜାତୀୟ ପତାକା ନିକଟରେ ପ୍ରଦାନ କରାଯାଇଛି। ଏହି ଅବସରରେ ପିଏନ୍‌ବିର ଆଞ୍ଚଳିକ ମୁଖ୍ୟ ଏ.ଉଦୟ ଭାସ୍କର ରେଡ୍ଡୀ, ଉପ-ଅଞ୍ଚଳ ମୁଖ୍ୟ ଜନ୍ମେଜୟ ଦୀକ୍ଷିତ, ଉପ-ମହାପ୍ରବନ୍ଧକ ଉମାକାନ୍ତ ଦାସ, ଭୁବନେଶ୍ୱର ମଣ୍ଡଳ ମୁଖ୍ୟ ଚିତ୍ତରଞ୍ଜନ ପୃଷ୍ଟି, ଅଞ୍ଚଳ ମାର୍କେଟିଂ ମୁଖ୍ୟ ପ୍ରତାପ କୁମାର ବୈରିଗଞ୍ଜନ ପ୍ରମୁଖ ସ୍ଥାନୀୟ ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ଜାତୀୟ ପତାକା ପ୍ରଦାନ କରିବା ସହ ରାଜଭବନର ସମସ୍ତ କର୍ମଚାରୀଙ୍କୁ ମଧ୍ୟ ଜାତୀୟ ପତାକା ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?