Posted inଜାତୀୟ

ଶ୍ରୀନଗରରେ ତ୍ରିରଙ୍ଗା ରାଲି, ଏଲ୍‌ଜି ସାମିଲ

ଶ୍ରୀନଗର,୧୩।୮: ଆଜାଦୀ କା ଅମୃତ ମହୋତ୍ସବ ଅନ୍ତର୍ଗତ ରବିବାର ଶ୍ରୀନଗରରେ ତ୍ରିରଙ୍ଗା ରାଲି ବାହାରିଛି। ଏହି ରାଲୀକୁ ଏଲ୍‌ଜି ମନୋଜ ସିହ୍ନା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏସ୍‌କେଆଇସିସିରୁ ଡାଲ ହ୍ରଦ କୂଳ ଦେଇ ବଟାନିକାଲ ଗାର୍ଡେନ ପର୍ଯ୍ୟନ୍ତ ଏହି ରାଲି ନିଆଯାଇଥିଲା। ଏହି ସମୟରେ ଭାରତ ମାତା କି ଜୟ, ବନ୍ଦେ ମାତରମଙ୍କ ସ୍ଲୋଗାନ ପ୍ରତିଧ୍ୱନିତ ହୋଇଥିଲା। ଏହି ରାଲିରେ ଜମ୍ମୁ କଶ୍ମୀର ପୋଲିସ ଡିଜିପି ଦିଲବାଗ ଏବଂ ଅନ୍ୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।
ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା କହିଛନ୍ତି ଯେ, ଜମ୍ମୁ କଶ୍ମୀର ଆକାଶର ସବୁଆଡେ ତ୍ରିରଙ୍ଗା ଉଡୁଛି। କଶ୍ମୀରବାସୀଙ୍କ ହୃଦୟରେ ଏକତାର ଆତ୍ମା ଜାଳିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ କୃତଜ୍ଞ। ଆଜି ଘାଟିର ଯୁବକମାନେ ଗର୍ବର ସହିତ ନିଜ ହାତରେ ତ୍ରିରଙ୍ଗା ଉଡାଉଛନ୍ତି। ମେରି ମାଟି, ମେରା ଦେଶ ଏବଂ ହର ଘର ତ୍ରିରଙ୍ଗା ଲୋକଙ୍କ ମଧ୍ୟରେ ଏକତାର ଭାବନାକୁ ଆହୁରି ବଢାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ର ହେଲେ ପୁରସ୍କୃତ

ଥୁଆମୂଳରାମପୁର, ୭ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଡୁମେରପଦର ସରକାରୀ (ଏସ୍‌ଏସ୍‌ଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶାନ୍ତ…

ପଞ୍ଜାବୀ ଗୀତ ବୁଝି ପାରିଲେନି Vaibhav Suryavanshi! ବିଜୟ ପରେ ଡ୍ୟାନ୍ସ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୨: ୧୯ ବର୍ଷରୁ କମ ବିଶ୍ୱକପ ଇତିହାସର ସବୁଠାରୁ ଶକ୍ତିଶାଳୀ ପ୍ରଦର୍ଶନ ପରେ, Vaibhav Suryavanshi ଏକ ଜବରଦସ୍ତ ଉତ୍ସବ ସହିତ ଭାରତର ବିଜୟ ପାଳନ କଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri