Posted inଫୁରସତ

ଶଙ୍ଖ ଫୁଙ୍କିବାକୁ ନେଇ ଟ୍ରୋଲ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସନ୍ନି ଲିଓନି ତାଙ୍କ ବୋଲ୍ଡ୍‌ ଲୁକ୍‌ ପାଇଁ ସେ ବେଶ୍‌ ଜଣାଶୁଣା। ତାଙ୍କର ଏକ ଝଲକ ପାଇଁ ଫ୍ୟାନ୍ସମାନେ ଦିୱାନା ହୋଇଥାନ୍ତି। ଅଧିକାଂଶ ସମୟ ସେ ସୋସିଆଲ ମିଡିଆରେ ସକ୍ରିୟ ରୁହନ୍ତି। ସନ୍ନି ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭିଡିଓ ଶେୟାର କରି ଟ୍ରୋଲ୍‌ ହୋଇଛନ୍ତି। ଭିଡିଓରେ ସେ ଶଙ୍ଖ ଫୁଙ୍କୁଥିବାର ଦେଖିବାକୁ ମିଳିଛି। ଅନେକ ଚେଷ୍ଟା ପରେ ମଧ୍ୟ ସେ ଶଙ୍ଖ ଫୁଙ୍କିବାରେ ବିଫଳ ହେଉଛନ୍ତି। ଏଥିରେ ସେ ହସୁଥିବା ନଜରକୁ ଆସିଛନ୍ତି। ତାଙ୍କ ପଛରେ ଥିବା ଲୋକେ ମଧ୍ୟ ହସିବାକୁ ଲାଗୁଛନ୍ତି। ସନ୍ନି ଏପରି ଭିଡିଓ ଶେୟାର କରି କ୍ୟାପ୍ସନରେ ଲେଖିଛନ୍ତି, ‘ମୁଁ ଯେପରି ଭାବିଥିଲି, ସେପରି ହେଲାନାହିଁ। ମୋତେ ଶିଖିବାକୁ ପଡ଼ିବ।’ ଏହାକୁ ନେଇ ଅନେକ ୟୁଜର୍ସ ତିକ୍ତ ପ୍ରତିକ୍ରିୟା ରଖିଛନ୍ତି। ଜଣେ ୟୁଜର୍ସ ଲେଖିଛନ୍ତି, ‘ଆମେ ଶଙ୍ଖକୁ ପୂଜା କରୁ। ତେଣୁ ଶ୍ରଦ୍ଧା ଓ ବିଶ୍ୱାସର ସହ ଏହାକୁ ବଜେଇବାକୁ ପଡ଼େ। ଏଥିରେ ହସିବା ଉଚିତ୍‌ ନୁହେଁ। ଏପରି କରିବା ଶଙ୍ଖ ପ୍ରତି ଅପମାନ।’


Enter your email to get our daily news in your inbox.

All Right Reserved By Dharitri.Com

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri