Posted inଜାତୀୟ

ଡାଲା ଅଟୋ-ଟ୍ରଲି ମୁହାଁମୁହିଁ ଧକ୍କା: ଚାଲିଗଲା ୯ ଜୀବନ, ୧୭ ଆହତ

ହାଇଦ୍ରାବାଦ୍‌,୯।୫: ତେଲେଙ୍ଗାନାର କାମାରେଡି ଜିଲାର ନିଜାମସାଗରର ହାସନପାଲି ଫାଟକରେ ଏକ ଡାଲା ଅଟୋ ଟ୍ରଲି ସହ ମୁହାଁମୁହିଁ ଧକ୍କା ହୋଇଛି। ଏହି ଭୟଙ୍କର ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି।
ୟେଲାରେଡିରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଅଟୋଟି ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଏହି ଘଟଣାରେ ସମବେଦନା ଜଣାଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦୁର୍ଘଟଣାରେ ଲୋକଙ୍କ ମୃତୁରେ ମୁଁ ମର୍ମାହତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଏବଂ ଆହତମାନଙ୍କୁ ଶୀଘ୍ର ଆରୋଗ୍ୟ କାମନା କରୁଛି। ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କୁ ପ୍ରତ୍ୟେକଙ୍କୁ ଦୁଇ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ପ୍ରତ୍ୟେକଙ୍କୁ ୫୦,୦୦୦ଟଙ୍କା ସହାୟତା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri