ଓଲଟିଲା କୋଇଲା ବୋଝେଇ ଟ୍ରଲର୍‌

ହରଭଙ୍ଗା, ୭।୯(ଡି.ଏନ.ଏ.): ବୌଦ୍ଧ ଜିଲା ଦେଇ ଯାଇଥିବା ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ପୁରୁଣାକଟକ ଥାନା ମାର୍ଦିଙ୍ଗ ନିକଟରେ ସୋମବାର ସକାଳୁ ଏକ କୋଇଲା ବୋଝେଇ ଟ୍ରଲର ଓଲଟି ପଡିଥିବା ଜଣାପଡିଛି। ଉକ୍ତ ଟ୍ରଲରଟି ପାରାଦୀପରୁ ଝାରସୁଗୁଡା ଅଭିମୁଖେ କୋଇଲା ବୋଝେଇ ଯାଉଥିବା ସମୟରେ ଏକ ଟ୍ରନିଂ ପଏଣ୍ଟରେ ଟଲର୍‌ ଚାଳକ ଭାରସାମ୍ୟ ହରାଇବାରୁ ଟ୍ରଲରଟି ରାସ୍ତା ଉପରେ ହିଁ ଓଲଟି ପଡିଥିଲା। ଗାଡିରେ ଥିବା ଚାଳକ ଓ ହେଲପର୍‌ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡିଛି। ପରେ ଖବର ପାଇ ପୁରୁଣାକଟକ ପୋଲିସ ପହଞ୍ଚି ଦୁର୍ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଦାବିରେ ଏନ୍‌ଏଚ୍‌ଆର୍‌ସିରେ ଏତଲା

କଟକ ଅଫିସ, ୭ା୩: ଶହୀଦନଗର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ହାବିଲଦାରଙ୍କୁ ପୋଲିସ ଗିରଫ କରିଥିଲା। ହାବିଲଦାର ଜଣକ ପୀଡିତାଙ୍କ ପିଉସା। ଏହି...

ଅଙ୍ଗନଓ୍ବାଡି କର୍ମୀଙ୍କ ଆତ୍ମହତ୍ୟା ଘଟଣା: ସ୍ବାମୀ, ଶାଶୁ, ଶ୍ୱଶୁର ଗିରଫ

ରତ୍ନଗିରି, ୩୧। ୫ (ଡି.ଏନ.ଏ)-ବରୀ ବ୍ଲକ ଅଧୀନ ମହାକାଳପଡ଼ା ପଞ୍ଚାୟତ ନିଳାପଦା ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ପ୍ରିୟଦର୍ଶିନୀ ସିଂହ (୩୦)ଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ତାଙ୍କ...

ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା

ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଭାଗିରଥିପୁର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହି ବସ୍‌...

୫୫ କେଜି ଗଞ୍ଜେଇ, ୭.୫୧ ଲକ୍ଷ ଟଙ୍କା ଜବତ

ଧର୍ମଶାଳା,୬ା୧(ଡି.ଏନ.ଏ.): ଧର୍ମଶାଳା ପୋଲିସ ମଙ୍ଗଳବାର ରାତିରେ କୁମାରୀ ଗ୍ରାମରେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କ ଘରୁ ୫୫ କେଜି ୪୫୦ ଗ୍ରାମ ଗଞ୍ଜେଇ ଓ ୭...

ରାଜପଥରେ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ : ଜଣେ ଗୁରୁତର

ମାର୍ଶାଘାଇ, ୧୯।୨(ଡି.ଏନ.ଏ.): ମାର୍ଶାଘାଇ ଥାନା ଅନ୍ତର୍ଗତ ପାଞ୍ଚ ନମ୍ବର(କ) ଜାତୀୟ ରାଜପଥ ଯଦୁପୁର ଛକ ନିକଟରେ ଦୁର୍ବୃତ୍ତମାନେ କେତେକ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣକରି ଟଙ୍କା...

୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ

ନବରଙ୍ଗପୁର,୨୦ା୪(ବି.ପ୍ର.): ନବରଙ୍ଗପୁର ବିଏଡ୍‌ କଲେଜଠାରେ ୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌-୧୯ ସ୍ବାସ୍ଥ୍ୟକେନ୍ଦ୍ରକୁ ସୋମବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି...

କୋର୍ଟ ଚାଲାଣ ବେଳେ ଖସିଗଲେ ଅଭିଯୁକ୍ତ

ବଡମ୍ବା,୧୩ା୨(ଡି.ଏନ୍‌.ଏ): ନରସିଂହପୁର ଅବକାରୀ ସ୍କ୍ବାର୍ଡ ପକ୍ଷରୁ ବୁଧବାର ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜଣେ ଖସି ପଳାଇଯାଇଥିଲେ। ପରେ ତାଙ୍କୁ ଗିରଫ କରାଯାଇଛି।...

ବେଆଇନ ମୋରମ୍‌ ଉଠାଣ ବେଳେ ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ମୃତ୍ୟୁ

ଯାଯପୁର ଅଫିସ,୩।୮: ଯାଯପୁର ଜିଲା ବ୍ୟାସନଗର ଜଗନ୍ନାଥ ମଠ ପଛପଟୁ ବେଆଇନ ମୋରମ୍‌ ଉଠାଣ ବେଳେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ଘଟଣାସ୍ଥଳରେ...

Advertisement
Archives

Model This Week