Posted inଜାତୀୟ

ଟିଆର୍‌ପି ଦୁର୍ନୀତି: ୧୨ ସପ୍ତାହ ପାଇଁ ରେଟିଙ୍ଗ୍ସ୍‌ ଜାରି ବନ୍ଦ କଲା ବାର୍କ

ନୂଆଦିଲ୍ଲୀ, ୧୫।୧୦: ଟିଆର୍‌ପି ଦୁର୍ନୀତି ନେଇ ଦେଶରେ ଛକାପଞ୍ଝା ଜାରି ରହିଛି। ଏପରିସ୍ଥଳେ ବ୍ରୋଡ୍‌କାଷ୍ଟ୍‌ ଅଡିଆନ୍ସ୍‌ ରିସର୍ଚ୍ଚ କାଉନସିଲ୍‌(ବାର୍କ) ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୨ ସପ୍ତାହ ପାଇଁ ସାପ୍ତାହିକ ରେଟିଙ୍ଗ୍ସ୍‌କୁ ବନ୍ଦ କରିବା ଲାଗି ବାର୍କ ପକ୍ଷରୁ ସୂଚନା ଦିଆଯାଇଛି। ଟିଆର୍‌ପି ଡାଟା ଆକଳନ କରିବା ଲାଗି ଉପଯୋଗ କରାଯାଉଥିବା ସାମ୍ପ୍ରତିକ ପ୍ରଣାଳୀର ସମୀକ୍ଷା ଲାଗି ବାର୍କ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ହିନ୍ଦୀ, ଇଂଲିଶ୍‌ ଏବଂ ବିଜ୍‌ନେସ୍‌ ଖବର ଭିତ୍ତିକ ଚ୍ୟାନେଳ ଉପରେ ଏହା ତତ୍କାଳ ଲାଗୁ ହେବ। ଏଥିପାଇଁ ୮ରୁ ୧୨ ସପ୍ତାହ ସମୟ ଲାଗିବ ବୋଲି ବାର୍କ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ଡାକ୍ତର, ନର୍ସ କରୋନା ସଂକ୍ରମିତ: ୨ ଘରୋଇ ହସ୍ପିଟାଲ ସିଲ୍‌

ମୁମ୍ବାଇ,୭।୪: ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏହା ଡାକ୍ତର ଓ ନର୍ସଙ୍କ ମଧ୍ୟରେ ଦେଖାଯିବାରୁ ଚିନ୍ତାର କାରଣ ପାଲଟିଯାଇଛି। ଏଠାରେ...

ଦିଲ୍ଲୀରେ ପୁଣି ବଢ଼ିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ ବଢ଼ିବାରେ ଲାଗିଲାଣି କରୋନା ସଂକ୍ରମଣ। ଅନେକ ଦିନ ପରେ ରାଜଧାନୀରେ କରୋନା ସଂକ୍ରମଣ ମାମଲା ୩୦୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ...

ମାନହାନି ମାମଲାରେ ରାହୁଲଙ୍କୁ ମିଳିଲା ଜାମିନ

ଅହମ୍ମଦାବାଦ,୧୨।୭: ମାନହାନିର ଆଉ ଏକ ମାମଲାରେ ଅହମ୍ମଦାବାଦ କୋର୍ଟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଶୁକ୍ରବାର ଅହମ୍ମଦାବାଦ ମେଟ୍ରୋପଲିଟାନ କୋର୍ଟରେ...

୨ ଦିନ ବଢିଲା ଚନ୍ଦ୍ରବାବୁ ନାଇଡୁଙ୍କ ରିମାଣ୍ଡ ଅବଧି

ଅମରାବତୀ,୨୨।୯: ବିଜୟୱାଡାର ଦୁର୍ନୀତି ନିବାରଣ ବ୍ୟୁରୋ(ଏସିବି) କୋର୍ଟ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଏନ. ଚନ୍ଦ୍ରବାବୁ ନାଇଡୁଙ୍କ ରିମାଣ୍ଡ ଅବଧି ଦୁଇ ଦିନ...

ବିଚାରପତି ସମ୍ରାଟ ନୁହନ୍ତି

ନୂଆଦିଲ୍ଲୀ, ୧୧।୭(ଆଇଏଏନ୍‌ଏସ୍‌): ସରକାରୀ ଅଧିକାରୀମାନଙ୍କୁ ଅଯଥା ବାରମ୍ବାର ଅଦାଲତକୁ ଡକାଯାଉଥିବାରୁ ଏଥିରେ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିଚାରପତିମାନେ ସେମାନଙ୍କ କ୍ଷମତାର ସୀମା ଜାଣିବା ଆବଶ୍ୟକ।...

କୋର୍ଟ ପହଞ୍ଚିଲା ‘ଛପାକ’: ରିଲିଜ୍‌ ସ୍ଥଗିତ ରଖିବାକୁ ଆବେଦନ

ମୁମ୍ବାଇ,୯।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ’ ଗୋଟିଏ ଦିନ ପରେ ରିଲିଜ୍‌ ହେବାକୁ ଯାଉଛି। ହେଲେ ରିଲିଜ୍‌ ପୂର୍ବରୁ ଏହା ଏବେ...

ଦେଶରେ ସାମାନ୍ୟ କମ୍ ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୧ ।୯: କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ କମ୍ ହୋଇଛି...

ଭୟଭୀତ ହୁଅ ନାହିଁ, ସତର୍କତା ଅବଲମ୍ବନ କର: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨।୮: କରୋନା ସଂକ୍ରମଣ ନ ସରୁଣୁ ଦେଶରେ ଏବେ ମଙ୍କିପକ୍ସ ବିପଦ ଏବଂ ପଜିଟିଭ୍‌ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଦେଶରେ ଏପର୍ଯ୍ୟନ୍ତ ୮ମଙ୍କିପକ୍ସ...

Advertisement
Archives

Model This Week