ଦେବଗଡ଼,୧୪ା୧୧(ଡି.ଏନ.ଏ): ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ଦେବଗଡ ଥାନା ଅନ୍ତର୍ଗତ ସୁଗୁଡା ଗ୍ରାମରେ ରାଞ୍ଚତ୍-ବିଜୟୱାଡା ରାସ୍ତାକଡରେ ଥିବା ଏକ ପୋଖରୀ ମଧ୍ୟକୁ ଓଲଟିପଡିଛି। ଫଳରେ ଟ୍ରକ ଷ୍ଟିଅରିଂରେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତଦେହ ଉଦ୍ଧାର ପାଇଁ ଦେବଗଡ଼ ଆଦର୍ଶ ଥାନା ପୋଲିସ ଏବଂ ଅଗ୍ନିଶମ ବାହିନୀ ନାକେଦମ ହୋଇପଡିବା ସହ ଦୁର୍ଘଟଣାର ଦୀର୍ଘ ୧୬ ଘଣ୍ଟା ପରେ ମୃତଦେହ ଉଦ୍ଧାର କରିଥିଲେ। ଖବର ମୁତାବକ ରବିବାର ରାତି ପ୍ରାୟ ୩ଟାରେ ଦେବଗଡ ପଟୁ ତାଳଚେର ପଟକୁ ଯାଉଥିବା ବେଳେ ସୁଗୁଡା ଗ୍ରାମ ନିକଟସ୍ଥ ଏକ ବୁଲାଣିରେ ଟ୍ରକର ଚାଳକ ଭାରସାମ୍ୟ ହରାଇବାରୁ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସକାଳେ ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇ ଦେବଗଡ ଦମକଳ ବାହିନୀ ଉଦ୍ଧାର ପାଇଁ ଘଟଣା ସ୍ଥାଲରେ ପହଞ୍ଚିଥିଲା ା
Posted inHome Left, ଆମ ଜିଲା ଖବର, ଦେବଗଡ଼ View All
ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ
କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…
କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ
ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…
କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ
ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…
ବିନା କୋଚିଂରେ ନିଟ୍ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…
କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…
ଟ୍ରେନରେ ଆସୁଛି ୮୦୦ଟନ୍ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?
ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…
ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ
କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…
ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି
ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…
ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ
ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…
Archives

