ସାମ୍ନାରୁ ଆସୁଥିବା ବାଇକକୁ ଧକ୍କା ଦେଲା ଟ୍ରକ

ବଲାଙ୍ଗିର ଅଫିସ୍‌, ୧୭।୯: ବଲାଙ୍ଗିର ଜିଲାର ଦେଓଗାଁ ନିକଟ ସାଗରପାଲି ଠାରେ ଏକ ଦୁର୍ଘଟଣା ଘଟିଛି। ଶୁକ୍ରବାର ସକାଳୁ ୨୬ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ ସାମ୍ନାରୁ ଆସୁଥିବା ବାଇକକୁ ଧକ୍କା ଦେଇଥିଲା। ଏଥିରେ ଦୁଇ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି ।ସେମାନେ ହେଲେ ସୋନପୁର ଜିଲା ଡୁଙ୍ଗୁରିପାଲି ଥାନାର ବାଞିପାଲି ଗ୍ରାମର ବିନୋଦ ବୁଡେକ ଓ ସହଦେବ ବୁଡେକ । ଅଗ୍ନିଶମ କର୍ମଚାରୀ ଉଭୟଙ୍କୁ ଉଦ୍ଧାର କରି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ: ଶିକ୍ଷକ କ୍ଲଷ୍ଟର ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ

ମାଲକାନଗିରି / ଚିତ୍ରକୋଣ୍ଡା,୧୮ା୧୨ (ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ବୁଧବାର ମାଲକାନଗିରି ଜିଲା ଗସ୍ତରେ ଆସି ସ୍ବାଭିମାନ ଅଞ୍ଚଳର ବଡ଼ପଡ଼ାଠାରେ...

ଡଗରପଡା ଓ ଅଚ୍ୟୁତପୁରରୁ ସିରିଏଲ୍‌ ଚୋରି

ଖଇରା,୮।୧(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଡଗରପଡା ଓ ଅଚ୍ୟୁତପୁର ପଞ୍ଚାୟତର ବିଭିନ୍ନ ଗାଁରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ୪ଟି ମନ୍ଦିରରୁ ଦୁର୍ବୃତ୍ତମାନେ...

ଭବାନୀପାଟଣାରେ ଖୋଲିବ ଟୁଲ୍‌ ରୁମ୍‌ ତାଲିମ କେନ୍ଦ୍ର

ଭବାନୀପାଟଣା,୨୬।୬(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶାର ୫ଟି ସ୍ଥାନରେ ଟୁଲ୍‌ ରୁମ୍‌ ତାଲିମ କେନ୍ଦ୍ର ଖୋଲିବ। ଏ...

ପିପିଲିରେ ଦି୍ବତୀୟ କରୋନା ସଂକ୍ରମିତ ଚିହ୍ନଟ

ପିପିଲି,୧୮।୫(ଡି.ଏନ୍‌.ଏ.): ପିପିଲିରେ ଦ୍ୱିତୀୟ କରୋନା ସଂକ୍ରମିତ ରବିବାର ରାତିରେ ଚିହ୍ନଟ ହୋଇଛନ୍ତି। ସେ ବୀରପୁରୁଷୋତ୍ତମପୁର ପଞ୍ଚାୟତ ଅଞ୍ଚଳର ୨୨ବର୍ଷ ଯୁବକ ହୋଇଥିବାବେଳେ ନିକଟରେ ତାମିଲନାଡୁରୁ ଆସିଥିଲେ।...

ଗଡ଼ୁନି ଗାଡ଼ି, ପୂରୁନି ପେଟ-ଦୁଃଖରେ ଦିନ କାଟୁଛନ୍ତି ଚାଳକ, ହେଲ୍‌ପର ଓ କଣ୍ଡକ୍ଟର

ପୁରୀ ଅଫିସ,୩୧ା୩ : ପର୍ଯ୍ୟଟନ ସହର ପୁରୀ। ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ଉପରେ ଅନେକ ପରିବାରର ଭାତହାଣ୍ଡି ନିର୍ଭର କରେ। ପର୍ଯ୍ୟଟକ ଆସିଲେ ଦି’...

ଲକ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କୁ ଜରିମାନା

ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପଞ୍ଚାୟତ ପକ୍ଷରୁ ସୋମବାର ସକାଳେ ବସଷ୍ଟାଣ୍ଡରେ ଲକ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ସରପଞ୍ଚ...

କୁଆମରାରେ ହାତୀ ଉପଦ୍ରବ

କୁଆମରା,୨ା୧୧(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଞ୍ଚଳରୁ ଏକ ଦନ୍ତା ସମେତ ମୋଟ ୭ଟି ହାତୀ ଗୁରୁବାର ରାତିରେ କୁଆମରା ଫରେଷ୍ଟ ଅଞ୍ଚଳରେ ପ୍ରବେଶ କରିବା...

ଭିଜିଲାନ୍ସ ଜାଲରେ ସର୍ବଶିକ୍ଷା ଅଭିଯାନ ଟେକ୍ନିକାଲ କନସଲଟାଣ୍ଟ

କେନ୍ଦୁଝର,୧୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ସର୍ବଶିକ୍ଷା ଅଭିଯାନ ଟେକ୍ନିକାଲ କନସଲଟାଣ୍ଟ କ୍ଷେତ୍ରବାସୀ ମହାନ୍ତ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବର୍ହିଭୂତ...

Advertisement
Archives

Model This Week