Posted inଜାତୀୟ

ଟ୍ରକ-ବସ୍‌ ମୁହାଁମୁହିଁ, ୫ ଜୀବନ୍ତ ଦଗ୍ଧ …

ଜୟପୁର,୧୦।୧୧: ରାଜସ୍ଥାନର ବାଡ଼ମେର୍‌-ଯୋଧପୁର ହାଇଓ୍ବେରେ ଭାଣ୍ଡିଆଓ୍ବାସ୍‌ ଗାଁ ନିକଟରେଏକ ଟ୍ରକ ଏବଂ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଘଟଣାସ୍ଥଳରେ ୫ ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ବହୁ ଲୋକ ଏହି ଘଟଣାରେ ଆହତ ହୋଇଛନ୍ତି।

ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଦ୍ଧାରକାର୍ଯ୍ୟ ଜାରି ରହିଛି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ଘଟଣାସ୍ଥଳରେ ପହଞ୍ଚିଥିବା ପୋଲିସ ପକ୍ଷରୁ କୁହାଯାଇଛି। ବସ୍‌ରେ ୨୫ ଜଣ ଯାତ୍ରୀ ଥିବା କୁହାଯାଉଛି।

ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏନେଇ ଶୋକ ପ୍ରକାଶ କରିବା ସହିତ ଜିଲାପାଳଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତଙ୍କୁ ଆବଶ୍ୟକ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ବସ୍‌କୁ ଭୁଲ୍‌ ରାସ୍ତାରେ ଯାଉଥିବା ଟ୍ରକ୍‌ ଧକ୍କା ଦେଇଥିଲା। ପ୍ରଚଣ୍ଡ ବିସ୍ଫୋରଣ ହେବା ସହିତ ଟ୍ରକ ଏବଂ ବସ୍‌ ଜଳିବାକୁ ଆରମ୍ଭ କରିଥିଲା। ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବା ସହିତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?