ବୋଲେରୋକୁ ଧକ୍କା ଦେଇ ଦୋକାନ ଭିତରେ ପଶିଲା ମାଲ ବୋଝେଇ ଟ୍ରକ: ମା’ମୃତ, ପୁଅ ଗୁରୁତର

ଜୟପୁର,୧୪ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାରିଣିପୁଟ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ ହରାଇ ବୋଲେରୋକୁ ଧକ୍କା ଦେଇ ଏକ ଚାମିନ ଦୋକାନ ଭିତରକୁ ମାଡ଼ି ଯାଇଥିଲା। ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୬ଜଣ ଆହତ ହୋଇଛନ୍ତି। ମୃତକ ହେଲେ ସ୍ବର୍ଗତ କୋରା ସ୍ବାଇଁଙ୍କ ସ୍ତ୍ରୀ ଲକ୍ଷ୍ମୀ ସ୍ବଇଁ(୫୦) ।

ମିଳିଥିବା ସୂଚନା ମୁତାବକ, ମକା ବୋଝେଇ କରି ଏକ ଟ୍ରକ କୋରାପୁଟ ଅଭିମୁଖେ ଯାଉଥିବା ବେଳେ ବାରିଣିପୁଟ ନିକଟରେ ଏକ ବୋଲେରୋକୁ ଧକ୍କା ଦେଇ ଏକ ଚାମିନ ଦୋକାନରେ ପଶି ଯାଇଥିଲା। ଘଟଣା ସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଆହତ ହୋଇଛନ୍ତି। ମୃତ ମହିଳାଙ୍କ ପୁଅ ରବି ସ୍ବାଇଁଙ୍କ ଗୋଡ କଟି ଯାଇଥିବା ଜଣାଯାଇଛି। ବୋଲେରୋକୁ ଧକ୍କା ଦେବାରୁ ବସିଥିବା ଯାତ୍ରାମାନେ ଆହତ ହୋଇଛନ୍ତି।

ଖବର ପାଇ ଜୟପୁର ସଦର ଥାନା ଅଧିକାରୀ ସଚିନ୍ଦ୍ର ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ଏକ କ୍ରେନ ସାହାଯ୍ୟରେ ଉଦ୍ଧାର କାଯ୍ୟ ଜାରି ରହିଛି। ଡ୍ରାଇଭର ଜଣକ ମଦ୍ୟପାନ କରିଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷ ସନ୍ୟାସ ନେବେ ଏହି ୫ ଭାରତୀୟ କ୍ରିକେଟର! ଟିମ୍‌ ଇଣ୍ଡିଆରେ ସ୍ଥାନ ମିଳିବା ଅସମ୍ଭବ

ନୂଆଦିଲ୍ଲୀ,୨୦।୧: ଅନେକ ଷ୍ଟାର ଖେଳାଳି ଦୀର୍ଘ ସମୟ ଧରି ଭାରତୀୟ ଦଳରୁ ବାହାରେ ଅଛନ୍ତି। ଅନେକ ଯୁବ ଖେଳାଳି ଥିଲେ ମଧ୍ୟ ଖରାପ ଫର୍ମ ଯୋଗୁ...

ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର

ଭବାନୀପାଟଣା,୨୦ା୧(ଉତ୍ତମ କୁମାର ଦାଶ):ବନ୍ଦେ ମାତରମ୍‌ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା...

‘ଜଣେ ଚମତ୍କାର ବ୍ୟକ୍ତିଙ୍କୁ ଜନ୍ମଦିନର ଶୁଭେଚ୍ଛା’, ଟ୍ରମ୍ପ-ଏପଷ୍ଟାଇନଙ୍କ ସମ୍ପର୍କକୁ ନେଇ ମଲରେ ଲାଗିଲା ରେପ୍ଲିକା, ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ଓ୍ବାଶିଂଟନ,୨୦।୧: ୱାଶିଂଟନ ଡି.ସି.ର ନ୍ୟାସନାଲ ମଲରେ ରାତାରାତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ଏକ ୧୦ ଫୁଟ ଉଚ୍ଚ ପ୍ରତିକୃତି ବା ରେପ୍ଲିକା। ଏହା ଡୋନାଲ୍ଡ...

୩୮୯ ଜଣଙ୍କର ଜଣେ ବାପା, ଆଉ ଜଣଙ୍କର ୩୧୦ ପିଲା… ପଶ୍ଚିମବଙ୍ଗର SIR ଖୋଲିଲା ଏମିତି ରାଜ୍‌, ସଭିଏଁ ଚକିତ

କୋଲକାତା,୨୦।୧: ପଶ୍ଚିମବଙ୍ଗ ଭୋଟର ତାଲିକା ଯାଞ୍ଚ (SIR) ଅଭିଯାନ ସମୟରେ ଏପରି ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି ଯାହା କେବଳ ନିର୍ବାଚନ କମିଶନଙ୍କୁ ନୁହେଁ ବରଂ...

ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…

ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) – ​ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ...

ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍‌ପିଙ୍କୁ…

କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର...

‘ଇତିହାସରେ ଲିପିବଦ୍ଧ ହେବ ତାଙ୍କ ନାମ’: ଗ୍ରୀନଲାଣ୍ଡ ପ୍ରତି ଟ୍ରମ୍ପଙ୍କ ଧମକ ଉପରେ ପ୍ରତିକ୍ରିୟା ରଖିଲା ରୁଷିଆ, ରାଗୁଛି ଚାଇନା

ଓ୍ବାଶିଂଟନ,୨୦।୧: ଗ୍ରୀନଲାଣ୍ଡର ମିଶ୍ରଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ଏବେ ରୁଷିଆ ଏବଂ ଚାଇନା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରୁଷିଆ କହିଛି...

ଗୌତମ ଗମ୍ଭୀର ହାଏ ହାଏ ସ୍ଲୋଗାନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ବିରାଟ କୋହଲି: Video ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଇନ୍ଦୋର,୨୦।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ ଶେଷ ହୋଇଛି। ନ୍ୟୁଜିଲାଣ୍ଡ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ୧-୨ରେ ଜିତିଛି। ସିରିଜର ତୃତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri