ବଲାଙ୍ଗିରରେ ଲକ୍ଷାଧିକ ଟଙ୍କାର କେନ୍ଦୁକାଠ ବୋଝେଇ ଟ୍ରକ ଜବତ, ଦୁଇ ଅଭିଯୁକ୍ତ ଅଟକ

ବଲାଙ୍ଗିର,୧୮ା୯: ବଲାଙ୍ଗିର ବନ ଖଣ୍ଡ ବିଭାଗ ପକ୍ଷରୁ ବିଜାଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର କେନ୍ଦୁକାଠ ବୋଝେଇ ଏକ ଟ୍ରକ (WB 25N 9883) ଜବତ କରାଯାଇଛି। ସକାଳ ୬:୩୫ରେ ବଲାଙ୍ଗିର-ଟିଟିଲାଗଡ଼ ରାସ୍ତାରେ ପେଟ୍ରୋଲିଂ ବେଳେ ବନ କର୍ମଚାରୀମାନେ ଟ୍ରକଟିକୁ ସନ୍ଦେହ କରି ଧରିଥିଲେ।

ଟିଟିଲାଗଡ଼ର ହଳଦୀ ଗାଁରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏହି ଟ୍ରକରୁ ଦୁଇ ଅଭିଯୁକ୍ତଙ୍କୁ ଅଟକ କରାଯାଇଛି। ଜବତ କେନ୍ଦୁକାଠ ଓ ଟ୍ରକକୁ ବଲାଙ୍ଗିର ରେଞ୍ଜ ଅଫିସ କ୍ୟାମ୍ପସକୁ ନିଆଯାଇଛି। ବନ ବିଭାଗ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri