ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡିଛି।

ସୂଚନାରୁ ପ୍ରକାଶ ଯେ, ବ୍ଲକ ର ଏହି ପଞ୍ଚାୟତକୁ ଓଡି ୦୮ ସି ୯୦୯୯ ବିଶିଷ୍ଟ ଏକ ୬ ଚକିଆ ଟ୍ରକ୍‌ ଯୋଗେ ୩ମାସର ପିଡିଏସ୍‌ ଚାଉଳ ଯାଉଥିଲା। ସେହି ସମୟରେ ସିଲେଟ ଗ୍ରାମର କେନ୍ଦୁଗୁଡ଼ା ଘାଟି ବୁଲାଣି ପାଖରେ ବ୍ରେକ୍‌ ଫେଲ୍‌ ହେବା ସହ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳ ଟ୍ରକ୍‌ ଡ୍ରାଇଭର ଏବଂ ହେଲ୍ପର୍‌ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଥିଲେ।

ଖବର ପାଇ ସ୍ଥାନୀୟ ଯୋଗାଣ ସହାୟକ ନୀଳାମ୍ବର ବାଗ ଏବଂ ପୂର୍ବତନ ସରପଞ୍ଚ ସାନି ମାଝୀଙ୍କ ସମେତ ସ୍ଥାନୀୟ ଯୁବକ ଶତ୍ରୁଘ୍ନ ନାଏକ, ରାଜେନ୍ଦ୍ର ନାଏକ, ବିପିନ ନାଏକ, ଅର୍ଜୁନ ନାଏକ ପ୍ରମୁଖ ଉପସ୍ଥିତ ରହି ସଙ୍ଗେ ସଙ୍ଗେ ଅନ୍ୟ ଏକ ଟ୍ରାକ୍ଟର ଯୋଗେ ସବୁ ଚାଉଳକୁ ସ୍ଥାନାନ୍ତର କରିଥିଲେ। ହେଲେ ପାଖାପାଖି ୧୨ ପକେଟ୍‌ ଚାଉଳ ସବୁ ଅଳ୍ପ କିଛି ନଷ୍ଟ ହୋଇଥିବା ଜଣାପଡ଼ିଛି। ଅଣ ଓସାରିଆ ରାସ୍ତା ସାଙ୍ଗକୁ ମରଣଯନ୍ତା ପାଲଟିଥିବା ରାସ୍ତା ଯୋଗୁ ଏମିତି ଘଟଣା ଘଟୁଛି। ଏଣୁ ତୁରନ୍ତ ରାସ୍ତାର ସମ୍ପ୍ରସାରଣ କରିବା ପାଇଁ ଅଞ୍ଚଳବାସୀଙ୍କ ମଧ୍ୟରେ ସାଧାରଣରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସ୍‌ର ଅଚଳାବସ୍ଥା ନେଇ ଗର୍ଜିଲା କଂଗ୍ରେସ

ନୂଆପଡ଼ା,୧୩ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରନ୍ଧନ ଗ୍ୟାସକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ନେଇ ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। ଜିଲା କଂଗ୍ରେସ…

ଶ୍ରୀମନ୍ଦିରରେ ରକ୍ତଛିଟା: ଭିତର କାଠ ଦର୍ଶନ ବିଳମ୍ବ

ପୁରୀ,୧୩।୩: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଗର୍ଭଗୃହ ଭିତର ପାହାଚ ପାଖରେ ରକ୍ତଛିଟା ପଡ଼ିଥିବା ଦେଖିବାକୁ ମିଳିଥିଲା। ମହାପ୍ରସାଦ ଆଣିବା…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି।…

ଦିଲ୍ଲୀର ପୁନରାବୃତ୍ତି ଓଡ଼ିଶା ନ ହେଉ: ମିଳିମିଶି…

ଭଞ୍ଜନଗର, ୧୩।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଗାଲେରୀ ରେଞ୍ଜରେ ଶୁକ୍ରବାର ବନାଗ୍ନି ପ୍ରଶମନ ଓ ପରିଚାଳନା ନିମନ୍ତେ ଏକ ସଚେତନତା ସଭା ହୋଇଥିଲା।…

କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍‌ ଚାମ୍ପିୟନ

ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri