ହଳଦୀ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ଥ:  ବ୍ରେକ ଫେଲ ଆଶଙ୍କା, ଡ୍ରାଇଭର-ହେଲପର ଗୁରୁତର 

ଦାରିଙ୍ଗବାଡି,୪।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଘାଟିରେ ଶନିବାର ସନ୍ଧ୍ୟାରେ ଏକ ହଳଦୀ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ଥ ହୋଇଛି । ଏଥିରେ ଟ୍ରକ ଡ୍ରାଇଭର ଏବଂ ହେଲପର ଗୁରୁତର ଆହତ ହୋଇଥିବା ପୋଲିସ କହିଛି। ଖବର ପାଇ ଦାରିଙ୍ଗବାଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।
ପ୍ରକାଶ ଯେ ଦାରିଙ୍ଗବାଡିରୁ ହଳଦୀ ଲୋଡ଼ କରି ବାଲିଗୁଡା ଅଭିମୁଖେ ଟ୍ରକଟି ଯାତ୍ରା କରୁଥିଲା ତେବେ ଦାରିଙ୍ଗବାଡିରୁ ମାତ୍ର ୩ କିମି ଟ୍ରକ୍‌ଟି ଆସିଥିବା ବେଳେ ଶ୍ରାନିକେତା ଘାଟି ଗଡୁଥିବା ସମୟରେ କୌଣସି କାରଣରୁ ଟ୍ରକ୍‌ଟି ଘାଟି କଡ଼ରେ ଥିବା ଏକ ପଥରକୁ ଧକ୍କା ଦେଇଥିଲା। ଫଳରେ ଟ୍ରକର ସମ୍ମୁଖ ପଟ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ହେଲପର ସାଇଡରେ ଧକ୍କା ହୋଇଥିବାରୁ ତାଙ୍କୁ ଅଧିକା ଆଘାତ ଲାଗିଥିବା କୁହାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri