ଘାଟିରୁ ଖସିଲା ଟ୍ରକ: ଡ୍ରାଇଭର ମୃତ

ବାରିପଦା ଅଫିସ,୧୮ା୭: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ୪୯ନଂ ଜାତୀୟ ରାଜପଥର ଦୁଆରଶୁଣୀ ଘାଟିରେ ରବିବାର ସକାଳୁ ଏକ ଲୁହାପଥର ବୋଝେଇ ଟ୍ରକ ତଳକୁ ଖସିପଡ଼ିଛି। ଭାରସାମ୍ୟ ହରାଇ ଟ୍ରକଟି ୧୦୦ ଫୁଟ ତଳକୁ ଖସି ଯାଇଥିବା ଜଣାପଡ଼ିଛି। ଟ୍ରକ ତଳେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ହେଲ୍‌ପର ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରି ନାହିଁ। ଖବରପାଇ ବାଙ୍ଗିରିପୋଷି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ଉଭୟଙ୍କୁ ଉଦ୍ଧାର କରିଛନ୍ତି। ସୂଚନାନୁଯାୟୀ, ଏନ୍‌ଏଲ୍‌୦୨କ୍ୟୁ-୨୬୩୭ ନଂ. ଟ୍ରକଟି ଯୋଡ଼ାରୁ ପଶ୍ଚିମବଙ୍ଗ ରାଜ୍ୟ ହଳଦିଆକୁ ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?