Posted inଖେଳ

ପ୍ରବୀଣଙ୍କୁ ଧକ୍କା ଦେଇଥିବା ଡ୍ରାଇଭର ଗିରଫ

ମିରଟ, ୫ା୭: ଏକ କାର ଦୁର୍ଘଟଣାରେ ଭାରତର ପୂର୍ବତନ କ୍ରିକେଟର ପ୍ରବୀଣ କୁମାର ଏବଂ ତାଙ୍କର ପୁଅ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏକ ଏସ୍‌ୟୁଭି କାର୍‌ରେ ପ୍ରବୀଣ ପୁଅଙ୍କ ସହିତ ପାଣ୍ଡବ ନଗରରୁ ଫେରୁଥିବା ବେଳେ କମିଶନର ଅଫିସ ସମ୍ମୁଖରେ ପଛ ଆଡୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରେଲର ଟ୍ରକ୍‌ କାରକୁ ଧକା ଦେଇଥିଲା। ଦୁର୍ଘଟଣା ପରେ ସେ ଓ ତାଙ୍କ ପୁଅ ସୁରକ୍ଷିତ ଥିବା ପ୍ରବୀଣ କହିଛନ୍ତି। ଭଗବାନଙ୍କ ଦୟାରୁ ବିଶେଷ କିଛି କ୍ଷତି ହୋଇ ନାହିଁ, କାରଟି ବଡ ଥିବାରୁ ସେମାନେ ବର୍ତ୍ତି ଯାଇଥିବା ପ୍ରବୀଣ କହିଛନ୍ତି। ତେବେ କାର୍‌ଟି କ୍ଷତିଗ୍ରସ୍ତ ହୋଇଥିବା ପ୍ରବୀଣ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଟ୍ରକ୍‌ ଡ୍ରାଇଭରଙ୍କୁ ଗିରଫ କରିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଏନେଇ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

ନବୀନ ନିବାସରେ କଟକ-ଚୌଦ୍ୱାରର ୮ କର୍ପୋରେଟର: ଡକରା ପରେ…

ଭୁବନେଶ୍ୱର,୩୦।୩: ନବୀନ ନିବାସରେ ପହଞ୍ଚିଛନ୍ତି କଟକ-ଚୌଦ୍ୱାରର ୮ କର୍ପୋରେଟର। ପ୍ରତାପ ଜେନାଙ୍କ ନେତୃତ୍ୱରେ ନବୀନ ନିବାସରେ ପହଞ୍ଚିଥିବା ସୂଚନା ମିଳିଛି। କଟକ ରାଜନୀତି ସରଗରମକୁ ନେଇ ନବୀନ…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri