ବ୍ରିଜ୍‌ ଉପରୁ ଖସିପଡିଲା ଟ୍ରକ୍‌: ୪ ଘଣ୍ଟା ପରେ ଉଦ୍ଧାର ହେଲେ ଡ୍ରାଇଭର, ହେଲପର

ବୌଦ୍ଧ,୨୬।୧: ବୌଦ୍ଧ ଜିଲା ମନମୁଣ୍ଡା ଥାନା ମଶିଣାପଡ଼ା ବ୍ରିଜ୍‌ରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକଟି ବୌଦ୍ଧରୁ ସୁବର୍ଣ୍ଣପୁର ଯାଉଥିବାବେଳେ ମଶିଣାପଡ଼ା ବ୍ରିଜ୍‌ ନିକଟରେ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିପଡିଥିଲା।

ଫଳରେ ଟ୍ରକ ଡ୍ରାଇଭର ଏବଂ ହେଲପର୍‌ ପ୍ରାୟ ୪ ଘଣ୍ଟା ଧରି ଟ୍ରକ ଭିତରେ ଫସି ରହିଥିଲେ। ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଟ୍ରକର ଡୋର୍‌ କାଟି ଉଭୟଙ୍କୁ ଉଦ୍ଧାର କିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡ୍ରାଇଭରଙ୍କ ପରିଚୟ ମିଳିପାରି ନ ଥିବାବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଶାନ୍ତିର ଦୂତ’ ଭାବରେ ନିଜକୁ ଉପସ୍ଥାପନ କରୁଥିବା ପାକିସ୍ତାନକୁ ଭାରତ ଦେଖାଇବ ତା’ର ଅସଲ ସ୍ଥାନ!

ନୂଆଦିଲ୍ଲୀ/ଇସଲାମାବାଦ,୩୦।୬: ‘ଶାନ୍ତି ସ୍ଥାପନକାରୀ’ ହେବାର ଆଳ ଦେଖାଇ ପାକିସ୍ତାନର ଆତଙ୍କବାଦ ସମ୍ପର୍କରେ ଦ୍ୱୈତ ମାନଦଣ୍ଡର ଖେଳ ଆଉ କାମ କରିବ ନାହିଁ। ଭାରତ ବିଶ୍ୱ ସ୍ତରରେ ପଡ଼ୋଶୀ…

ଆଜି ସୋସିଆଲ ମିଡିଆ ଦିବସ, ସୋସିଆଲ ମିଡିଆ ଡିଜିଟାଲ ଯୁଗରେ ଅବିଚ୍ଛେଦ୍ୟ ଅଙ୍ଗ

ବର୍ତ୍ତମାନ ସମୟରେ ସୋସିଆଲ ମିଡିଆର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆଜିର ଡିଜିଟାଲ ଯୁଗରେ ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ଫେସ୍‌ବୁକ, ଇନ୍‌ଷ୍ଟାଗ୍ରାମ୍‌,…

ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆଧାର ଲିଙ୍କ୍‌ ନ କଲେ ପେନ୍‌ସନ୍‌ ନାହିଁ

ଭୁବନେଶ୍ୱର,୩୦।୬(ସୁନିତ୍‌ ମିଶ୍ର): ୨୦୨୬-୨୭ରେ ‘ଏସ୍‌ଏନ୍‌ଏ-ସ୍ପର୍ଶ’ ପ୍ଲାଟଫର୍ମ ଜରିଆରେ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ(ଏନ୍‌ଏସ୍‌ଏପି) ହିତାଧିକାରୀଙ୍କୁ ପେନ୍‌ସନ୍‌ ପ୍ରଦାନ କରାଯାଉଛି। ପୋର୍ଟାଲର ରିପୋର୍ଟ ମୁତାବକ ୩,୩୫,୮୫୦ ଜଣ ହିତାଧିକାରୀ…

ମୋଦିଙ୍କ ନାମ ନେଇ ଭାରତକୁ ସିଧାସଳଖ ଧମକ ଦେଲା ପାକିସ୍ତାନ, କହିଲା ‘ହାତ କାଟିଦେବୁ’, ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୩୦।୬: ସିନ୍ଧୁ ଜଳ ଚୁକ୍ତି ବିବାଦ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତକୁ ଖାଲି ଧମକ ଦେଇଛି। ପାକିସ୍ତାନର ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ମୁସାଦିକ ମାଲିକ କହିଛନ୍ତି…

ଦ୍ରୁତ ଗତିରେ ଆଗକୁ ବଢୁଛି ମୌସୁମୀ: ଆଗାମୀ ୧୫ଘଣ୍ଟା ମଧ୍ୟରେ ୧୭ ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ‘ମହା-ଆଲର୍ଟ’

ନୂଆଦିଲ୍ଲୀ,୩୦।୬: ପ୍ରବଳ ଗରମ ସହ ସଂଘର୍ଷ କରୁଥିବା ଦେଶବାସୀଙ୍କ ପାଇଁ ଏକ ଖୁସି ଖବର। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ପାଣିପାଗ…

ସକାଳୁ ସକାଳୁ ଟ୍ବିନସିଟିରେ ପ୍ରବଳ ବର୍ଷା, ଏହି ଜିଲାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୩୦।୬: ବର୍ଷାରେ ଭିଜିଲା ଟ୍ବିନସିଟି । ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଏହାରି ଭିତରେ ଆଗକୁ ବର୍ଷାର…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ବିନା ଲାଇସେନ୍ସରେ ଷଣ୍ଢ ରଖିଲେ ଜରିମାନା

ଭୁବନେଶ୍ୱର,୩୦।୬(ରବିନାରାୟଣ ଜେନା): ଦୈନନ୍ଦିନ ବ୍ୟବସାୟରେ ସୁବିଧା(ଇଜ୍‌ଅଫ୍‌ ଡୁଇଂ ବିଜ୍‌ନେସ୍‌) ଏବଂ ଲୋକଙ୍କ ଜୀବନଯାପନର ସୁବିଧା (ଇଜ୍‌ ଅଫ୍‌ ଲିଭିଂ)କୁ ଆଗାମୀ ଦିନରେ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri