ଡ୍ରେନ୍‌ରେ ଗଳିପଡ଼ିଲା ଟ୍ରକ୍‌

ଚୌଦ୍ୱାର,୨୧।୧(ଡି.ଏନ୍‌.ଏ): କିଛିଦିନ ତଳେ ନିର୍ମାଣ ହୋଇଥିବା ଡ୍ରେନ୍‌ରେ ଏକ ପଥର ବୋଝେଇ ଟ୍ରକ ଶନିବାର ଗଳିପଡ଼ିଥିବା ଦେଖିବାକୁ ମିଳିଛି l ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିଲେ ମଧ୍ୟ ଡ୍ରେନ୍‌ ନିର୍ମାଣ କାର୍ଯ୍ୟକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ୫୫ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଚୌଦ୍ୱାରରୁ ଧୂମାବତୀ ପର୍ଯ୍ୟନ୍ତ ଚାଲୁ ରହିଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନ୍‌ ନିର୍ମାଣ କାର୍ଯ୍ୟ ଜାରି ରହିଛି । ଧୂମାବତୀ ନିକଟରେ କିଛି ଦିନ ତଳେ ଏହି ଡ୍ରେନ ନିର୍ମାଣ ହୋଇଥିଲେ ମଧ୍ୟ ଟ୍ରକ ଗଳିପଡ଼ିବା ଘଟଣାକୁ ନେଇ ଡ୍ରେନର ସ୍ଥାୟିତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଏକତରଫା ପ୍ରେମକୁ ନେଇ ତୁମୁଳକାଣ୍ଡ: ଝିଅର ବାପାଙ୍କୁ ଭୁଜାଲି ମାଡ଼ କରି…

ବାଲେଶ୍ୱର,୧୮ା୪(ବାଞ୍ଛାନିଧି ଦେ): ଏକତରଫା ପ୍ରେମକୁ ନେଇ ଝିଅର ବାପାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଜଣେ ଯୁବକ। ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଝିଅର ବାପାଙ୍କୁ ଭର୍ତ୍ତି…

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri