Posted inଜାତୀୟ

କାଉଡିଆଙ୍କ ଉପରେ ମାଡ଼ିଗଲା ଟ୍ରକ୍‌: ୬ ମୃତ

ଲକ୍ଷ୍ନୌ,୨୩।୭: ଉତ୍ତରପ୍ରଦେଶ ହଥରସ୍‌ ଜିଲା ଅଧୀନ ବଧାର୍‌ ଗ୍ରାମ ନିକଟ ହଥରସ-ଆଗ୍ରା ଜାତୀୟ ରାଜପଥରେ ଶୁକ୍ରବାର ବିଳମ୍ବିତ ରାତିରେ କାଉଡିଆ ଭକ୍ତଙ୍କ ଉପରେ ଏକ ଟ୍ରକ୍‌ ମାଡିଯାଇଥିଲା। ଫଳରେ ୬ଜଣ କାଉଡିଆଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ମଧ୍ୟପ୍ରଦେଶର କିଛି କାଉଡିଆ ଭକ୍ତ ହରିଦ୍ବାରରୁ ଗ୍ବାଲିୟର୍‌ ଫେରୁଥିଲେ। ରାତି ପ୍ରାୟ ୨ଟା ବେଳେ ସଦାବାଦ ଥାନା ଅଧୀନ ୯୩ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ ଦ୍ରୁତଗତିରେ ଆସି ଭାରସାମ୍ୟ ହରାଇ କାଉଡିଆଙ୍କ ଉପରକୁ ମାଡ଼ିଯାଇଥିଲା। ଫଳରେ ୫ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରି ଡ୍ରାଇଭରଙ୍କ ସମ୍ପର୍କରେ ସୂଚନା ପାଇଛି। ତେବେ ଖୁବଶୀଘ୍ର ତାଙ୍କୁ ଗିରଫ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri