୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି। ଏଭଳିସ୍ଥିତିରେ ଟ୍ରକରୁ ପଚା ଦୁର୍ଗନ୍ଧ ଏବଂ ରକ୍ତ ବାହାରିବା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ସ୍ଥାନୀୟ ଅଧିବାସୀଙ୍କ କହିବା ଅନୁଯାୟୀ, ଟ୍ରକଟି ପ୍ରାୟ ୩ ଦିନ ହେଲା ଅଟକି ରହିଛି। ହେଲେ ବର୍ତ୍ତମାନ ଟ୍ରକରୁ ଦୁର୍ଗନ୍ଧ ବାହାରିବା ସ୍ଥାନୀୟ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଛି। ଖବର ପାଇ ଦଶପଲ୍ଲା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ମ୍ୟାଚ୍‌ ହାରିବା ସତ୍ତ୍ୱେ ପ୍ଲେଅଫ୍‌ରେ ହୋଇପାରେ ମୁମ୍ବାଇର ଏଣ୍ଟ୍ରି, ଜାଣନ୍ତୁ ସମୀକରଣ…

ନୂଆଦିଲ୍ଲୀ,୩୦।୪: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୨୪୩ ରନ କରିବା ପରେ ବି ୬ ଉଇକେଟରେ ପରାଜିତ ହେଲା ମୁମ୍ବାଇ ଇଣ୍ଡିଆନ୍ସ। ଚଳିତ ସିଜନରେ ୮ଟି ମ୍ୟାଚରୁ ମୁମ୍ବାଇର…

ଦୁଇ ଗାଁରେ ପଶି କରିଥିଲେ ଚୋରି: ଧରାପଡ଼ି ଜେଲ ଗଲେ ୨ ଅଭିଯୁକ୍ତ

ଦେବଗଡ଼,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଗରିଆପାଲି ଓ ଦେଓଝରଣ ଗ୍ରାମରୁ ହୋଇଥିବା ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ପୋଲିସ ଗୁରୁବାର…

କେନ୍ଦୁଝର ଜିଲାପାଳଙ୍କ ନାମରେ ଅଦାଲତ ଅବମାନନା ମାମଲା, ଅତିରିକ୍ତ ଏକ ମାସ ସମୟ ପ୍ରଦାନ କଲେ HC

କେନ୍ଦୁଝର/ହାଟଡିହୀ/ଛେନାପଦୀ,୩୦।୧(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାପାଳ ତଥା କେନ୍ଦୁଝର ଡିଏମ୍‌ଏଫ୍‌ ଅଧ୍ୟକ୍ଷ ବିଶାଲ ସିଂଙ୍କ ନାମରେ ୨୬ ମାର୍ଚ୍ଚ ୨୦୨୬ ରେ ଓଡିଶା ହାଇକୋର୍ଟଙ୍କ…

ପଶ୍ଚିମବଙ୍ଗରେ ହେବ ପୁଣିଥରେ ନିର୍ବାଚନ? EVM ଖରାପ ହେବାର ଆସିଲାଣି ୭୭ ଅଭିଯୋଗ, ତଦନ୍ତ ଆରମ୍ଭ କଲେ ଇସି

କୋଲକାତା,୩୦।୪: ବଙ୍ଗଳାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ଡାଇମଣ୍ଡ ହାର୍ବର ସମେତ ଅନେକ ମତଦାନ କେନ୍ଦ୍ରରେ ଇଭିଏମର ସୁରକ୍ଷା ଏବଂ ସ୍ବଚ୍ଛତା ଉପରେ ଉଠିଥିବା ପ୍ରଶ୍ନ ମଧ୍ୟରେ…

Exit Pollକୁ ନେଇ ମୁହଁ ଖୋଲିଲେ ମମତା, କହିଲେ…

କୋଲକାତା,୩୦।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଏକଜିଟ ପୋଲ ପୂର୍ବାନୁମାନକୁ ଖାରଜ କରି କହିଛନ୍ତି ଯେ ତୃଣମୂଳ କଂଗ୍ରେସ ‘ମା, ମାଟି, ମାନୁଷ’ ସରକାର ଗଠନ…

ଟାଇକୋଣ୍ଡୋରେ ଗୋଲ୍ଡ ସହ ମିଳିଲା ୩ ପଦକ

ଭଞ୍ଜନଗର,୩୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ଟାଇକୋଣ୍ଡୋରେ ଗୋଲ୍ଡ ସହ ୩ ପଦକ ପାଇଛନ୍ତି। ଏଥିସହ ଜଣେ ଛାତ୍ରୀ ଜାତୀୟ ପ୍ରତିଯୋଗିତା ପାଇଁ…

ଘର ଲିପା ମାଟି ସଂଗ୍ରହ ପାଇ ଯାଇଥିଲେ ମହିଳା: ଅତଡ଼ା ଖସି ଚାଲିଗଲା ଜୀବନ, ଭାଉଜ, ଝିଆରୀ ଆହତ

ନନ୍ଦପୁର,୩୦।୪(ତୁଷାର କାନ୍ତ ମହାନ୍ତି): ବାପ ଘର ବୁଲି ଆସି ଫେରିବା ବାଟରେ ଗଙ୍ଗାନାଳ କଡ଼ରୁ ଘର ଲିପା ପାଇଁ ମାଟି ସଂଗ୍ରହ କରୁଥିବା ବେଳେ ମାଟି ଅତଡ଼ା…

ଭଉଣୀଙ୍କ କଙ୍କାଳକୁ ନେଇ ବ୍ୟାଙ୍କ ଆସିଥିବା ଜିତୁଙ୍କ ଆକାଉଣ୍ଟକୁ ଆସିଲା ୧୦ଲକ୍ଷ! ସାହାଯ୍ୟ କଲେ ଫିଜିକ୍ସ ଓ୍ବାଲାର…

ନୂଆଦିଲ୍ଲୀ,୩୦।୪: ମୃତ ଭଉଣୀଙ୍କ ସଞ୍ଚୟ ଟଙ୍କା ଉଠାଇବା ପାଇଁ ଶ୍ମଶାନରୁ ମୃତଦେହ ବାହାର କରିବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣା ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri