ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଲା ଟ୍ରକ

ବାରିପଦା,୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜାତୀୟ ରାଜପଥରେ ବାଇକକୁ ଧକ୍କା ଦେଇ ଟ୍ରକ ଜଳିଯାଇଛି। ତେବେ ଅଳ୍ପକେ ଗାଡି ଚାଳକ ବର୍ତ୍ତି ଯାଇଛନ୍ତି। ଜାତୀୟ ରାଜପଥ ୧୮ର ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜଗନ୍ନାଥଖୁଣ୍ଟା ହାଇସ୍କୁଲ ସମ୍ମୁଖରେ ଅଘଟଣ ଘଟିଯାଇଛି। ମଙ୍ଗଳବାର ଅପରାହ୍ନ ସମୟରେ ଜାତୀୟ ରାଜପଥର ଗୋଟିଏ ପାର୍ଶ୍ୱରୁ ଅନ୍ୟ ପାର୍ଶ୍ୱକୁ ବାଇକଟି ପାରି ହେଉଥିବା ବେଳେ ବାରିପଦା ପଟକୁ ଆସୁଥିବା ଟ୍ରକ ଧକ୍କା ଦେଇଥିଲା।

ଦୁର୍ଘଟଣା ଫଳରେ ବାଇକରେ ନିଆଁ ଲାଗି ଜୋରରେ ଶବ୍ଦ ହୋଇଥିଲା। ପେଟ୍ରୋଲ ଯୋଗୁଁ ଏହା ତୁରନ୍ତ ନିଆଁ ଟ୍ରକକୁ ବ୍ୟାପି ଯାଇଥିଲା। ସ୍ଥାନୀୟ ଲୋକମାନେ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେବାରୁ ତୁରନ୍ତ ଘଟଣାସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଗାଡି ଚାଳକ ସୁରକ୍ଷିତ ଥିବା ବେଳେ ବାଙ୍ଗିରିପୋଷି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri