ବସ୍‌ ପଛରୁ ପିଟିଲା ଟ୍ରକ୍‌: ୮ ଯାତ୍ରୀ ଗୁରୁତର

ଖୋର୍ଦ୍ଧା,୩।୨: ଖୋର୍ଦ୍ଧା ଜିଲା ବାଲୁଗାଁରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ପଛରୁ ଟ୍ରକ ଧକ୍କା ଦେବାରୁ ୮ ଯାତ୍ରୀ ଗୁରୁତର ହୋଇଛନ୍ତି।
ପ୍ରାୟ ୪୦ ଯାତ୍ରୀଙ୍କୁ ଧରି ଏକ ଯାତ୍ରୀବାହୀ ବସ୍‌ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା । ଅପରାହ୍ନରେ ବସ୍‌ଟି ବାଲୁଗାଁ ବ୍ଲକ ଅଧୀନ ୧୬ନଂ ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକରେ ପହଞ୍ଚିଥିଲା। ସେତେବେଳେ ପଛରୁ ଦ୍ରୁତ ଗତିରେ ଆସୁଥିବା ଏକ ମାଛ ବୋଝେଇ ଟ୍ରକ୍‌ ବସ୍‌କୁ ପଛରୁ ପିଟିଥିଲା।
ଏହି ଦୁର୍ଘଟଣାରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତରଙ୍କୁ ଉଦ୍ଧାର କରି ବାଲୁଗାଁ ମେଡିକାଲରେ ଭର୍ତ୍ତି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri