ଟ୍ରକ୍‌କୁ ପଛରୁ ପିଟିଲା ଆଉ ଏକ ଟ୍ରକ୍‌: ଚାଲିଗଲା ୨ ଜୀବନ

ଛେଣ୍ଡିପଦା,୨୫।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଭାଗୀରଥିପୁର ନିକଟସ୍ଥ ଏକ ଢାବା ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଢାବା ସମ୍ମୁଖରେ ଛିଡା ହୋଇଥିବା ଏକ କୋଇଲା ବୋଝେଇ ଟ୍ରକ୍‌ ପଛରୁ ଆଉ ଏକ ୨୨ ଚକିଆ ଟ୍ରକ୍‌ ଧକ୍କା ଦେଇଥିଲା । ଫଳରେ ଚାପି ହୋଇ ଡ୍ରାଇଭର ଓ ହେଲ୍ପରଙ୍କର ମୃତ୍ୟୁ ଘଟିଛି । ଖବର ପାଇ ଜରପଡା ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ । ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri