ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ ୬୦ ମିଟର ଯାଏ ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। ଫଳରେ ଭାରସାମ୍ୟ ହରାଇ ଅଟୋ ତଳକୁ ଖସି ଏକ ଦୋକାନ ଭିତରକୁ ପଶିଗଲା। ଅଟୋରେ ଥିବା ଯାତ୍ରୀ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଫେରାର ହେବା ବେଳେ ଟ୍ରକ୍‌ ଜଣେ ବାଇକ ଆରୋହୀଙ୍କୁ ବି ଧକ୍କା ଦେଇଛି। ଲୋକେ ଗୋଡ଼ାଇ ଗୋଡ଼ାଇ ବେପରୁଆ ଟ୍ରକ୍‌ ଡ୍ରାଇଭରଙ୍କୁ ଧରି ନିର୍ଧୂମ ପିଟିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri