ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ ଏକ ଟ୍ରକ ସ୍କୁଟିକୁ ଧକ୍କା ଦେଇଥିଲା । ଫଳରେ ଘାଟଣସ୍ଥଳରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅଙ୍କୁ ଗୁରୁତର ଅବସ୍ଥାରେ ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତ ବ୍ୟକ୍ତି ହେଲେ ତାଳଚେର ଥର୍ମାଲ ଅଞ୍ଚଳର କ୍ଷୀରୋଦ ପାଣିଗ୍ରାହୀ ଏବଂ ଆହତ ଜଣକ ହେଉଛନ୍ତି ଶରତ ପାଣିଗ୍ରାହୀ।

ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ ଛାଡି ଟ୍ରକ ଚାଳକ ଫେରାର ହୋଇଯାଇଥିବା ଜଣାପଡିଛି । ଦୃଘଟଣା ପରେ ଜାତୀୟ ରାଜପଥ ୪୯ରେ ଗାଡି ଚଳାଚଳ ବନ୍ଦ ରହିଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି । ମିଳିଥିବା ସୂଚନା ଅନୁଯାୟୀ ପାଲଲହଡା ଛାମୁଣ୍ଡା ଅଞ୍ଚଳରେ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେଇ ବାପା ଏବଂ ପୁଅ ସ୍କୁଟିରେ ନିଜ ଘରକୁ ଫେରୁଥିବାବେଳେ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତ

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର 

ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri