କାରକୁ ପିଟିଲା ଟ୍ରକ: ଅଳ୍ପକେ ବର୍ତ୍ତିଲେ ୪ ଖବରଦାତା

ବରଗଡ଼,୧୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସଡ଼କ ଦୁର୍ଘଟଣା ସାଧାରଣରେ ପରିଣତ ହୋଇଛି। ସୋମବାର ସହରସ୍ଥିତ ଗୁରୁଦ୍ୱାରା ଛକରେ ସଡ଼କ ଦୁର୍ଘଟଣାରେ ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ବୁଧବାର ସ୍ଥାନୀୟ ଗଣପତି ହୋଟେଲ ସମ୍ମୁଖରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ କାରକୁ ଅନ୍ୟ ଏକ ଟ୍ରକ ଧକ୍କା ଦେଇଥିଲା। ଏଥିରେ କାର୍‌ କ୍ଷତିଗ୍ରସ୍ତ ହୋଇ ଥିବାବେଳେ କାର୍‌ ଭିତରେ ବସିଥିବା ୪ ଖବରଦାତା ରବି ପଣ୍ଡା, ଲଲାଟେନ୍ଦୁ ଦାଶ, ବ୍ୟୋମକେଶ କର ଏବଂ ରଞ୍ଜନ ଦେବତା ସୌଭାଗ୍ୟବଶତଃ ରକ୍ଷା ପାଇ ଯାଇଛନ୍ତି। ସେମାନେ ଅତାବିରା ଥାନା ସରଣ୍ଡାକୁ ଏକ ଗଙ୍ଗାଶ୍ରାଦ୍ଧ କାର୍ଯ୍ୟକ୍ରମକୁ ଯିବା ବାଟରେ ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ସହରରେ ବିନା ଫିଟନେସ ତଥା ଟ୍ରାଫିକ ନିୟମ ଉଲ୍ଲଂଘନ କରି ଅନେକ ଯାନବାହାନ ଚାଲୁଥିବା ବେଳେ ପରିବହନ ବିଭାଗ ଆଖି ବୁଜି ଦେଇଛି।
ଅନ୍ୟପକ୍ଷରେ ଲୋକମାନେ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇ ମୃତାହତ ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ରାସ୍ତା ଅବରୋଧ ରହିଛି। ଜିଲାପାଳ ଓ ଆଞ୍ଚଳିକ ପରିବହନ ଅଧିକାରୀ ଘଟଣାସ୍ଥଳକୁ ପହଞ୍ଚି ବିନା ଫିଟନେସରେ ଚାଲୁଥିବା ଗାଡ଼ି ଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଭର ପ୍ରତିଶ୍ରୁତି ନ ଦେବା ପର୍ଯ୍ୟନ୍ତ ରାସ୍ତା ଅବରୋଧ ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିପକ୍ଷ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ଖୁଲାସା: ଦଳକୁ ଫେରିବେ ଏହି ୩ ଧୁରନ୍ଧର ବୋଲର!

ନୂଆଦିଲ୍ଲୀ, ୧୮।୧୧: ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ ପାଇଁ ନିଜ ଦଳର ରଣନୀତିକୁ ନେଇ ବଡ଼ ସୂଚନା ଦେଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ ଟମ ଲାଥମ। ୱେଲିଂଟନରେ…

ଆଉ ମାତ୍ର ୩ ଉଇକେଟ୍‌… ବିଶ୍ୱରେକର୍ଡ କରିବେ ବୁମ୍‌ରା, ହାତରେ ଅଛି ସୁବର୍ଣ୍ଣ ସୁଯୋଗ

ଓ୍ବେଲିଂଟନ୍‌,୧୮।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ନଭେମ୍ବର ୧୯ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୨୦୨୫-୨୭ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଦୃଷ୍ଟିରୁ…

ବାତ୍ୟା ‘ଅକ୍ୱାନ’କୁ ନେଇ IMD ଡିଜିଙ୍କ ବଡ଼ ସୂଚନା, ଓଡ଼ିଶାରେ ହେବ…

ଭୁବନେଶ୍ୱର,୧୮।୧୧: ସାମୁଦ୍ରିକ ଝଡ଼ ‘ଅକ୍ୱାନ’ ଭୀଷଣ ବାତ୍ୟାର ରୂପ ନେଇଛି। ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ସ୍ଥଳ ଭାଗ ଆଡକୁ ମାଡ଼ି ଆସୁଛି ବାତ୍ୟା। ବାତ୍ୟା…

ମହିଳା ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହ ପୁଅକୁ ଅପହରଣ, ଅଭିଯୋଗ ଆଣି ପରିବାର ଲୋକେ କହିଲେ…

ଆଳି,୧୮ା୧୧(ବନମାଳୀ ସେନାପତି): ଆପାର୍ଟମେଣ୍ଟରୁ ମହିଳା ସ୍ବାସ୍ଥ୍ୟ କର୍ମଚାରୀ ଓ ତାଙ୍କ ୮ ବର୍ଷର ପୁଅକୁ ଅପହରଣ କରାଯାଇଥିବା ନେଇ କେନ୍ଦ୍ରାପଡ଼ା ଜିଲା ଆଳି ଥାନାରେ ପରିବାର ଲୋକ…

ମୃତ୍ୟୁଶଯ୍ୟାରେ ୮୨ ବର୍ଷୀୟା ବୃଦ୍ଧା ନୀଳା ବେହେରା, ପାଞ୍ଚ ମାସ ହେଲା ମିଳୁନି ଭତ୍ତା

ଗଞ୍ଜାମ,୧୮/୧୧ (ବିଦ୍ୟାଧର ସାହୁ): ଗରିବ ଓ ଅସହାୟ ଜନସାଧାରଣଙ୍କ ହିତ ପାଇଁ ସରକାର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି। ସେଥିମଧ୍ୟରୁ ମଧୁବାବୁ ପେନସନ ଯୋଜନା ଓ…

୩ ମହିଳା ଡାକ୍ତରଙ୍କୁ ମାନସିକ ନିର୍ଯାତନା

ସମ୍ବଲପୁର,୧୮।୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ସ୍ତ୍ରୀ ଓ ପ୍ରସୂତି ବିଭାଗରେ କାର୍ଯ୍ୟରତ ୩ ମହିଳା ଡାକ୍ତର ବିଭାଗୀୟ ଇନଚାର୍ଜଙ୍କ ବିରୋଧରେ ମାନସିକ ନିର୍ଯାତନା…

ବାତ୍ୟା ଆଶଙ୍କା: ସଜାଗ ପୁରୁଷୋତ୍ତମପୁର ଜଳସମ୍ପଦ ବିଭାଗ, ନଦୀ-ନାଳକୁ ନ ଯିବା ପାଇଁ…

ପୁରୁଷୋତ୍ତମପୁର,୧୮ା୧୧(ସବିତା ମିଶ୍ର): ସାମୁଦ୍ରିକ ଝଡ଼ ‘ଅକ୍ୱାନ’କୁ ନେଇ ଆଶଙ୍କା ଦେଖାଦେଇଛି। ପୂର୍ବ ବନ୍ୟାର ଭୟ ମନରୁ ଲିଭି ନ ଥିବାବେଳେ ଆଉ ଏକ ସମ୍ଭାବ୍ୟ ବିପଦକୁ ନେଇ…

ଆଇପିଏଲରୁ ସନ୍ୟାସ ନେବା ପରେ ଧୋନୀଙ୍କୁ ପେନଶନ ଦେବ CSK? ଜାଣନ୍ତୁ କେତେ ଟଙ୍କା ମିଳିବ…

ନୂଆଦିଲ୍‌ଲୀ,୧୮।୧୧: କୁହାଯାଏ ଯେ ଜୀବନର ଆକାଶରେ କିଛି ଏପରି ନାମ ଲେଖାଯାଇଥାଏ, ଯାହା କେବଳ କିଛି ଅକ୍ଷର ହୋଇ ରହି ନଥାଏ, ବରଂ ଏକ ସମ୍ପୂର୍ଣ୍ଣ ଯୁଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?