ସ୍ବାମୀ-ସ୍ତ୍ରୀଙ୍କୁ ଧକ୍କାଦେଲା ଟ୍ରକ୍‌, ଭାଙ୍ଗିଗଲା ସ୍ତ୍ରୀଙ୍କ ଗୋଡ଼

ବଲାଙ୍ଗୀର/ଦେଓଗାଁ,୩ା୧୧(ସୁନିଲ କୁମାର ମହାନ୍ତି/କୃଷ୍ଣପ୍ରସାଦ ପାଣିଗାହୀ): ସୋମବାର ସକାଳେ ବଲାଙ୍ଗୀର ଜିଲା ସଇଁତଳା ପଟୁ ଆସୁଥିବା ଏକ ଟ୍ରକ୍‌ ଦେଓଗାଁ କଛାରପାଲି ସ୍କୁଲ ନିକଟରେ ସ୍ବାମୀ-ସ୍ତ୍ରୀଙ୍କୁ ଧକ୍କା ଦେଇଥିଲା। ସେମାନେ ହେଲେ ସଇଁତଳା ଥାନା ଦଙ୍ଗାରମୁଡ଼ା ଗାଁର ଜଗବନ୍ଧୁ ରଣା ଓ ତାଙ୍କ ସ୍ତ୍ରୀ ଜାହ୍ନବୀ। ଟ୍ରକ୍‌ ଧକ୍କାରେ ଜଗବନ୍ଧୁ ଛିଟିକି ପଡ଼ି ଆହତ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ଜାହ୍ନବୀଙ୍କ ଗୋଟିଏ ଗୋଡ଼ ଭାଙ୍ଗି ଯାଇ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ଚିକିତ୍ସା ପାଇଁ ପଠାଇଥିବା ସୂଚନା ମିଳିଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥରୁଛି ସାରା ରାଜ୍ୟ, କନ୍ଧମାଳରେ ସର୍ବନିମ୍ନ ତାପମାତ୍ରା ରହିଛି…

ଭୁବନେଶ୍ୱର,୧୨ା୧୨: ଶୀତରେ ଥରୁଛି ସାରା ରାଜ୍ୟ। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କନ୍ଧମାଳ ଜିଲା ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ କୋରାପୁଟର...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ

ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର...

ବଳଦକୁ ମାରି ଖାଇବା ରାଗରେ କଲରାପତରିଆକୁ ଦେଇଦେଲେ ବିଷ!

ବଣାଇ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡ ଅନ୍ତର୍ଗତ ତାମରା ବନାଞ୍ଚଳର କୁସୁମଡ଼ିହି ଖେସାରା ଜଙ୍ଗଲରେ ଏକ ପ୍ରାୟ ୧୨ ବର୍ଷ ବୟସ୍କ ମାଈ କଲରାପତରିଆ ବାଘର ମୃତ୍ୟୁ...

ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ: ପାଖରେ ଥିବା ଫର୍ଣ୍ଣିଚର୍‌ ଦୋକାନକୁ ବ୍ୟାପିଲା ନିଆଁ, ଦେଖନ୍ତୁ ଭିଡିଓ…

ଭୁବନେଶ୍ୱର,୧୨।୧୨: ଭୁବନେଶ୍ୱରର ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ।...

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ...

ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି...

AIIMS ଭୁବନେଶ୍ୱରର ସଫଳତା: ୨୦ ବର୍ଷ ପରେ ସିଧା ହେଲେ ଯୁବକ

ଭୁବନେଶ୍ୱର,୧୨।୧୨: ଆଙ୍କାଇଲୋଜିଂ ସ୍ପଣ୍ଡିଲାଇଟିସ୍ ରୋଗରେ ପ୍ରାୟ ଦୁଇ ଦଶନ୍ଧି ଧରି ପୀଡ଼ିତ ଥିବା କେନ୍ଦ୍ରାପଡ଼ାର ଜଣେ ୩୭ ବର୍ଷୀୟ ଯୁବକଙ୍କ ଜୀବନରେ AIIMS ଭୁବନେଶ୍ୱର ଅର୍ଥୋପେଡିକ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri