ପୋଲିସ ଗାଡିକୁ ଧକ୍କା ଦେଲା ଟ୍ରକ୍‌:ଅଳ୍ପକେ ବର୍ତ୍ତିଲେ ଫାଣ୍ଡି ଅଧିକାରୀ

ଭବାନୀପାଟଣା,୩୦।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବୋର୍ଡା ଫାଣ୍ଡି ସାପସିଲେଟ ନିକଟରେ ପୋଲିସ ଗାଡିକୁ ଏକ ଛତିଶଗଡ ଟ୍ରକ ଧକ୍କା ଦେଇଥିବା ଜଣାପଡିଛି। ଫଳରେ ପୋଲିସ ଗାଡ଼ିରେ ବସିଥିବା ବୋର୍ଡା ଫାଣ୍ଡି ଅଧିକାରୀ ଚନ୍ଦ୍ରହାସ୍ୟ ସାହୁ ସମେତ ୪ ଜଣ କନଷ୍ଟେବଳ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏହି ଦୁର୍ଘଟଣାରେ ସେମାନେ ଆହତ ହୋଇଥିବାବେଳେ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ଅଛନ୍ତି। ଧକ୍କା ଦେଇଥିବା ଛତିଶଗଡ଼ ଟ୍ରକ ନଂ(ସିଜି ୨୨ଜେ -୮୧୦୨) ହୋଇଥିବାବେଳେ ପୋଲିସ ଗାଡି ଜିପ ର ନଂ(ଓଆର୦୫ ଏକେ-୬୬୩୭) ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପାଇଁ ଯାଉଥିଲେ ଗାଁକୁ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଦିଗପହଣ୍ଡି,୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ଆଦିକନ୍ଦପୁର ଗ୍ରାମର ମନୋଜ କୁମାର ଗୌଡ଼ ନାମକ ଜଣେ ଯୁବକ ରବିବାର ଏକ ଅଟୋ…

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ ।…

ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ

ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼…

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ…

ରେଳ ଧାରଣାରେ ଦମ୍ପତିଙ୍କ ଝଗଡ଼ା ନେଲା ୩ ଜୀବନ, ବଞ୍ଚାଇବାକୁ ଯାଇ ଟ୍ରେନ୍‌ ଧକ୍କାରେ…

ଜୟପୁର,୮ା୧୧: ରାଜସ୍ଥାନର ବିକାନେର ଜିଲାରେ ରବିବାର ଏକ ଦୁଃଖଦ ରେଳ ଦୁର୍ଘଟଣା ଘଟିଛି । ରେଳ ଧାରଣାରେ ଝଗଡ଼ା କରୁଥିବା ଏକ ଦମ୍ପତିଙ୍କୁ ବଞ୍ଚାଇବାକୁ ଯାଇ ଟ୍ରେନ୍‌…

କର୍ମଚାରୀଙ୍କୁ ଲକ୍ଷେ ଟଙ୍କା ଦୀପାବଳି ବୋନସ ଦେଲେ ବ୍ୟବସାୟୀ, ଥାଳିରେ ସଜାଇ….

ନୂଆଦିଲ୍ଲୀ,୮ା୧୧: ଦୀପାବଳିରେ ସାଧାରଣତଃ କର୍ମଚାରୀଙ୍କୁ ଅତିରିକ୍ତ ଦରମା, ମିଠା କିମ୍ବା ଉପହାର ଆକାରରେ ବୋନସ୍‌ ମିଳିଥାଏ । କିନ୍ତୁ ଗୁଜରାଟର ସୁରଟରେ ଜଣେ କପଡ଼ା ବ୍ୟବସାୟୀ ନିଜର…

ଜିଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍‌ ପ୍ରତିଯୋଗିତା, ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ

ବଲାଙ୍ଗୀର: ୮।୧୧(ସୁନିଲ କୁମାର ମହାନ୍ତି): ଛାତ୍ରୀଛାତ୍ରଙ୍କ ଜ୍ଞାନ, ମେଧା, ଉପସ୍ଥିତ ବୁଦ୍ଧି ଓ ପ୍ରତିଯୋଗିତାମୂଳକ ମନୋଭାବର ବିକାଶ ଲକ୍ଷ୍ୟରେ ଜିଲାସ୍ତରୀୟ ପିଏମ୍‌ଶୀ କୁଇଜ ପ୍ରତିଯୋଗିତା ୨୦୨୬ ବଲାଙ୍ଗୀରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?