ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ ମାଧ୍ୟରେ ଧକ୍କା ହୋଇଛି। ଘଟଣାସ୍ଥଳରେ ଜଣେ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ସୋର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
Dharitri – Odisha’s No.1 Odia Daily