Odisha Elections 2024

ବ୍ରେକ୍‌ ଫେଲ୍‌ ହେବାରୁ ଟ୍ରକକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ଜଣଙ୍କ ଜୀବନ

ବଣାଇଁ, ୧।୫ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା କେ ବଲାଙ୍ଗ ଥାନା ଚୁନାଘାଟିରେ ଏକ ଦୁର୍ଘଟଣା ଘଟିଛନ୍ତି। ଘଟଣାସ୍ଥଳରେ ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି l ଟ୍ରକରେ ଥିବା ହେଲପର ଆହତ ହୋଇଥିବା ସୂଚନା ରହିଥିଲେ ମଧ୍ୟ ତାଙ୍କ ଆବସ୍ଥା ଠିକ ଥିବା ଜଣାପଡ଼ଛି l ରାଜାମୁଣ୍ଡା -ପାଣି କୋଇଲି ୫୨୦ ନମ୍ବର ଜାତୀୟ ରାଜପଥର ଚୂନାଘାଟିଠାରେ ଏହି ଦୁର୍ଘଟଣା ଘଟିଛି l ଲୁହା ପଥର ବୋଝେଇ ଟ୍ରକ ବ୍ରେକ ଫେଲ ହେବାରୁ ସମ୍ନାରେ ଥିବା ଏକ ଲୁହାପଥର ବୋଝେଇ ଟ୍ରକ ସହିତ ଧକ୍କା ହେବା ଫଳରେ ଗାଡ଼ିରେ ଚାପି ହୋଇ ଘଟଣାସ୍ଥଳରେ ଚାଳକର ମୃତ୍ୟୁ ଘଟିଛି l ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ କେ ବଲାଙ୍ଗ ପୋଲିସ ଓ କାଲଟା ଫାଣ୍ଡି ପୋଲିସ ପହଞ୍ଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ l ଦୁଇ ଘଣ୍ଟାର କଠିନ ପରିଶ୍ରମ ପରେ କଟର ସାହଯ୍ୟରେ ଟ୍ରକକୁ କାଟି ଚାଳକଙ୍କର ମୃତଦେହକୁ ଅଗ୍ନିଶମ ବିଭାଗ ଉଦ୍ଧାର କରିଛିl ମୃତ ଚାଳକଙ୍କ ପରିଚୟ ଅସ୍ପଷ୍ଟ ରହିଛି l ପୋଲିସ ଅଧିକ ତଦନ୍ତ ଜାରି ରଖିଛି l


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri