ଗୋରୁ ବୋଝେଇ ଟ୍ରକ୍‌ ଜବତ: ୧୫ ଗୋରୁ ଉଦ୍ଧାର

ପାଟଣା,୨୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁମ୍ବାଇ-କୋଲକାତା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡ଼ା ନିକଟରୁ ଶନିବାର ଭୋରରେ ଏକ ଗୋରୁ ବୋଝେଇ ଟ୍ରକ୍‌କୁ ତୁରୁମୁଙ୍ଗା ପୋଲିସ ଜବତ କରିଛି। ଉକ୍ତ ଟ୍ରକ୍‌ ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୧୫ ଗୋରୁଙ୍କୁ ଉଦ୍ଧାର କରାଯାଇ କରଞ୍ଜିଆ ଗୋଶାଳାରେ ଛଡ଼ାଯାଇଛି। ଚଢ଼ାଉ ବେଳେ ଘଟଣାସ୍ଥଳରୁ ଗୋରୁ ମାଫିଆମାନେ ଗାଡ଼ି ଛାଡି ଫେରାର ହୋଇ ଯାଇଛନ୍ତି। ପୋଲିସ ଟ୍ରକ୍‌କୁ ଜବତ କରି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri