ରାସ୍ତାରେ ଜଳିଗଲା ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ବୋଝେଇ ଟ୍ରକ

ସମ୍ବଲପୁର୩।୩:ସମ୍ବଲପୁର-ରେଢ଼ାଖୋଲ ୫୫ ନମ୍ବର ଜାତୀୟ ରାଜପଥର ହାତିବାରୀ ଟୋଲ ପ୍ଲାଜା ନିକଟରେ ଏକ ଅଘଟଣ ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ବୋଝେଇ ଟ୍ରକରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଖବର ପାଇ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ହେଲେ ଟ୍ରକ ସହ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷେ ଅଗ୍ନିକାଣ୍ଡ ଘଟିଥିବା ସମୟର ଭିଡିଓ ଏବେ ଭାଇରାଲ ହୋଇଛି। ଅନ୍ୟପକ୍ଷେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ଶଟ୍‌ସର୍କିଟ କିମ୍ବା ଅନ୍ୟ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟିଥାଇ ପାରେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri