ଲୁହା ବୋଝେଇ ଟ୍ରକ୍‌କୁ ୪.୬୦ଲକ୍ଷ ଜରିମାନା

ଗୁଣପୁର,୧୦ା୧୧(ଡି.ଏନ୍‌.ଏ.): ଲକ୍ଷାଧିକ ଟଙ୍କାର ଜିଏସ୍‌ଟି ଠକେଇ ଘଟଣା ସାମ୍ନାକୁ ଆସିଛି। ଏକ ଲୁହାରଡ୍‌ ବୋଝେଇ ଟ୍ରକ୍‌ରୁ ଜରିମାନା ବାବଦକୁ ୪ ଲକ୍ଷ ୬୦ ହଜାର ଟଙ୍କା ଆଦାୟ କରାଯାଇଛି। ରାୟଗଡ଼ା ଜିଏସ୍‌ଟିର ଏନ୍‌ଫୋର୍ସମେଣ୍ଟ ଟିମ୍‌ର ଚଢ଼ାଉ ପରେ ଏହି ଠକେଇ ନଜରକୁ ଆସିଛି।

ସୂଚନାଯୋଗ୍ୟ, ମଙ୍ଗଳବାର ରାଉରକେଲାର ସ୍ପଞ୍ଜ ଆଇରନ କମ୍ପାନୀରୁୁ ଏକ ଲୁହା ବଝୋଇ ଟ୍ରକ୍‌ ଗୁଣପୁରର ସଞ୍ଜୀବ ଟ୍ରେଡର୍ସକୁ ଆସିଥିଲା। ସୂଚନା ପାଇଁ ରାୟଗଡ଼ା ଜିଏସ୍‌ଟିର ଏନ୍‌ଫୋର୍ସମେଣ୍ଟ ୟୁନିଟ ଟିମ୍‌ ଗୁଣପୁରରେ ପହଞ୍ଚିଥିଲେ। ଟ୍ରକ୍‌କୁ ଜବତ କରିବା ସହ କାଗଜପତ୍ର ଯାଞ୍ଚ କରିଥିଲେ। ଏହି ସମୟରେ ଆବଶ୍ୟକ ନଥିପତ୍ର ନ ଥିଲା। ଲୁହାରଡ୍‌ ବେଆଇନଭାବେ ଚାଲାଣ ହେଉଥିବା ଜଣାପଡ଼ିବା ପରେ ଜରିମାନା ଆଦାୟ କରାଯାଇଥିବା ଡେପୁଟି କମିଶନର ତପନ ପାଢ଼ୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

ଦାରିଙ୍ଗବାଡ଼ି,୫।୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ହାତୀମୁଣ୍ଡାର ତାମାଙ୍ଗି ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ସହ ବିଭିନ୍ନ ସମସ୍ୟାର...

ଚିକିଟି ଏନ୍‌ଏସିର ୫ ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ ଜୋନ୍‌

ଚିକିଟି,୨୪ା୬(ଡି.ଏନ.ଏ.)- ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ୫ ଓ୍ବାର୍ଡକୁ ମଙ୍ଗଳବାର ଜିଲା ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛି। ୧୨ ଓ୍ବାର୍ଡ ବିଶିଷ୍ଟ ଏନ୍‌ଏସିର...

ବ୍ରହ୍ମପୁର ଷ୍ଟାଡିୟମ୍‌ରେ ସର୍ବସାଧାରଣଙ୍କ ପ୍ରବେଶ: ପେସାଦାର ଖେଳାଳିଙ୍କ ବିରୋଧ

ବ୍ରହ୍ମପୁର ଅଫିସ୍‌,୨୧ା୬- ନେତା ବଦଳିଲେ, ନୀତି ବଦଳେ। ଏକଥା କୁହାଯାଏ। ହେଲେ ବ୍ରହ୍ମପୁର ସହରରେ ଏବେ ନେତା ବଦଳୁଥିବା ନୀତି ସମସ୍ୟା ସୃଷ୍ଟି କରୁଛି। ବ୍ରହ୍ମପୁର...

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନ, ୯ା୩ (ଡି.ଏନ୍‌.ଏ.)- ଢେଙ୍କାନାଳ ଜିଲା ଭୁବନ ଥାନା ସୁରପ୍ରତାପପୁର ଗ୍ରାମର ରବି ଗୁରୁ ରବିବାର ଗାଧୋଇବାକୁ ଯାଇ ଘରକୁ ଫେରି ନ ଥିବାବେଳେ ଗ୍ରାମ...

ବେଆଇନ ବାଲି ପରିବହନ ଉପଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଘସିପୁରା,୧୫।୧୨(ଡି.ଏନ.ଏ.)-ବୈତରଣୀ ନଦୀର ଏକ ଘାଟରୁ ବେଆଇନ ଭାବେ ବାଲିପରିବହନକୁ ନେଇ ସ୍ଥାନୀୟ ଗ୍ରାମବାସୀ ଆନନ୍ଦପୁର ଉପଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ବାରମ୍ବାର ଗ୍ରାମବାସୀଙ୍କ ବିରୋଧ ସତ୍ତ୍ୱେ...

ତିତ୍‌ଲିରେ ଧୋଇଯାଇଛି କଳିଙ୍ଗକୁ ରାସ୍ତା: ବର୍ଷକ ପରେ ବି ପଦକ୍ଷେପ ଶୂନ

ପାରଳାଖେମୁଣ୍ଡି,୨ା୧୨(ସ୍ବ.ପ୍ର.)- ୨୦୧୮ ତିତ୍‌ଲି ବାତ୍ୟାରେ ଗଜପତି ଜିଲା ପ୍ରଭାବିତ ହେବା ସହ ରାୟଗଡ଼ ବ୍ଲକ୍‌ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟା ପରବର୍ତ୍ତୀ ବର୍ଷାରେ ସମସ୍ତ ନଦୀ...

ନୂତନ ଶ୍ରେଣୀ ଗୃହ ଉଦ୍‌ଘାଟିତ

ଛେଣ୍ଡିପଦା,୨ା୯(ଡି.ଏନ.ଏ.)- ଛେଣ୍ଡିପଦା ବ୍ଲକ କୋଶଳା ପଞ୍ଚାୟତ ଶିମିଳିସାହି ପ୍ରାଥମିକ ବିଦ୍ୟାଳୟର ନବ ନିର୍ମିତ ଶ୍ରେଣୀ ଗୃହ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଗଣେଶ ପୂଜା ପାଳନ ଅବସରରେ...

ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ

ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ...

Advertisement
Archives

Model This Week