ବଲାଙ୍ଗୀର-ଟିଟିଲାଗଡ଼ ରାସ୍ତା ଘୁଚିପାଲି ଛକରେ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ମକା ବୋଝେଇ ଟ୍ରକ

ବଲାଙ୍ଗିର,୪।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଏନଏଚ ୨୬ ଜାତୀୟ ରାଜପଥ ବଲାଙ୍ଗିର ଟିଟିଲାଗଡ ରାସ୍ତା ଘୁଚି ପାଲି ଛକ ନିକଟରେ ରବିବାର ଏକ ମକା ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଭୋର ସକାଳୁ ରାସ୍ତା ଉପରେ ଓଲଟି ପଡିଛି । ଟ୍ରକ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ହେଲ୍ପର ଆହତ ହୋଇଥିବା ଜଣାପଡିଛି । ମକା ବୋଝେଇ ଟ୍ରକଟି ରାଇଘରରୁ ଢେଙ୍କାନାଳ ଯାଉଥିଲା ।

ଟ୍ରକଟି ରାସ୍ତାରେ ଯାଉଥିବା ବେଳେ ସମ୍ମୁଖ ପଟରୁ ଆସୁଥିବା ଅନ୍ୟ ଏକ ଗାଡି ହେଡ ଲାଇଟ ମାରି ଆସୁଥିବା ବେଳେ ଟ୍ରକ ଡ୍ରାଇଭର ବଡ ଦୁର୍ଘଟଣାକୁ ଏଡାଇବାକୁ ଯାଇ ଟ୍ରକଟିକୁ କଣ୍ଟ୍ରୋଲ କରି ନ ପାରିବାରୁ ରାସ୍ତା ଉପରେ ଓଲଟି ପଡ଼ିଥିବା କୁହାଯାଉଛି । ଦେଓଗାଁ ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣାକୁ ନେଇ ତଦନ୍ତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି କ୍ରିମି ଲେୟର ମାପଦଣ୍ଡ ଉପରେ ଆଭିମୁଖ୍ୟ ଦୋହରାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୭ା୧୧: ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) କ୍ରିମି ଲେୟର ବା ସ୍ବଚ୍ଛଳ ବର୍ଗ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ତାଙ୍କର ଗତ ମାର୍ଚ୍ଚ ୧୧ର ରାୟକୁ ଦୋହରାଇଛନ୍ତି।…

ସରକାରଙ୍କ ବିରୋଧରେ ଅଭିଯୋଗ ଆଣି ଆଦିବାସୀ ନେତ୍ରୀଙ୍କ ଆତ୍ମହତ୍ୟା

ରାଞ୍ଚତ୍, ୭ା୧୧: ଆଦିବାସୀ ଅଧିକାର କର୍ମୀ ତଥା ନେତ୍ରୀ ନିଶା ଭଗତ ଶୁକ୍ରବାର ଝାଡ଼ଖଣ୍ଡ ସରକାରଙ୍କ ବିରୋଧରେ ଅଭିଯୋଗ ଆଣି ଫେସ୍‌ବୁକ୍‌ରେ ଲାଇଭ ଆସିବା ସମୟରେ ରାଞ୍ଚତ୍ସ୍ଥିତ…

ବାୟୁ ପ୍ରଦୂଷଣ ପାଇଁ ଗାଡ଼ି ଧୂଆଁ ମୁଖ୍ୟ କାରଣ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୭ା୧୧: ଦିଲ୍ଲୀ-ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ ସଙ୍କଟ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ଗାଡ଼ିମୋଟରରୁ ନିର୍ଗତ ଧୂଆଁକୁ ସର୍ବୋଚ୍ଚ ଅଦାଲତ ବାୟୁ ଗୁଣବତ୍ତା…

ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜରେ ପିଜି ଷ୍ଟୁଡେଣ୍ଟ ୟୁନିଅନ୍ ଗଠିତ; ଡ଼ା ବଙ୍ଗାଳୀ ସୋରେନ୍ ସଭାପତି, ଡ଼ା ରାଜେଶ ସାହୁ…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲଠାରେ ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀମାନଙ୍କ ଷ୍ଟୁଡେଣ୍ଟ ୟୁନିଅନ୍ ଗଠନ କରାଯାଇଛି। କଲେଜ ଅଧ୍ୟକ୍ଷ ତଥା…

ବଲାଙ୍ଗୀରରେ ବେଆଇନ ଗଞ୍ଜେଇ ବେପାରର ପର୍ଦ୍ଦାଫାଶ: ୨୧ କେଜି ଗଞ୍ଜେଇ ସହ ଦେଶୀ ପିସ୍ତଲ ଜବତ, ୨ କୁଖ୍ୟାତ ଅଭିଯୁକ୍ତ ଗିରଫ

ବଲାଙ୍ଗୀର, ୬।୧୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ସହରରେ ପୁଣି ଗଞ୍ଜେଇ କାରବାରର ପର୍ଦ୍ଦାଫାଶ କରିଛି ଟାଉନ୍ ଥାନା ପୋଲିସ। ସହରର ନୂଆ ବସଷ୍ଟାଣ୍ଡ ପଛପଟ ରାଜୀବ…

ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳାରେ ଯୋଗଦେଲେ ମନ୍ତ୍ରୀ: ଚାଷୀଙ୍କ ଉପସ୍ଥିତି ନଗଣ୍ୟ, ଖାଲି ପଡ଼ିଲା ଅଧିକାଂଶ ଚେୟାର

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲାର ସାହାରପଡ଼ା ବ୍ଲକ୍‌ ଅନ୍ତର୍ଗତ ବଡ଼ବିଲ ପଞ୍ଚାୟତ ପଡ଼ିଆରେ ଶୁକ୍ରବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ…

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

ଇନଷ୍ଟାଗ୍ରାମ୍ ରେ ନାବାଳିକା ଙ୍କ ଆପତ୍ତିଜନକ ନଗ୍ନ ଫଟୋ: ଭିଡ଼ିଓ ଭାଇରାଲ ଅଭିଯୋଗ, ଅଭିଯୁକ୍ତ ଜେଲ ଗଲେ   

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଙ୍କ ଆପତ୍ତିଜନକ ଫଟୋ ଭିଡ଼ିଓ ଇନଷ୍ଟାଗ୍ରାମ୍ ଜରିଆରେ ହାସଲ କରିବା ପରେ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?