ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି l ସୂଚନା ଅନୁଯାୟୀ ମଙ୍ଗଳବାର ଭୋର ୫,୩୦ ମିନିଟ ସମୟରେ ଏକ ମାଲ ବୋଝେଇ ଟ୍ରକ ଦ୍ରୁତ ଗତିରେ ଆସିବା ସମୟରେ ଟ୍ରକ ଡ୍ରାଇଭର ଭାରସାମ୍ୟ ହରାଇ ଟ୍ରାଫିକ ସମ୍ମୁଖରେ ଥିବା ଡିଭାଡ଼ଇରରେ ଚଡି ଯାଇଥିଲା ଟ୍ରକ l ଶୀତଦିନ ହୋଇଥିବାରୁ ପ୍ରାୟ କେହି ଯିବା ଆସିବା କରୁ ନ ଥିବାବେଳେ ଦୁର୍ଘଟଣା ଘଟିଥିଲା l ଟ୍ରାଫିକ ଛକରେ ପ୍ରାୟ ଜନଗହଳି ହୋଇଥାଏ ଲୋକେ ଏକ ବଡ଼ ଦୁର୍ଘଟଣାରୁ ବଞ୍ଚିଯାଇଥିବା ସହରରେ ବୁଦ୍ଧିଜୀବି ମହଲରେ ଆଲୋଚନା ହେଉଛି l ଅନ୍ୟପଟେ ଟ୍ରକ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ଯୋଗୁ ସହରରେ ବାରମ୍ବାର ଦୁର୍ଘଟଣା ଘଟୁଛି l ସହର ଭିତରେ ଟ୍ରକ ଗୁଡ଼ିକ ଦ୍ରୁତ ଗତିରେ ଚଳାଉଥିଲେ ମଧ୍ୟ ପୋଲିସ ପକ୍ଷରୁ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି l ବଲାଙ୍ଗିର ଟାଉନ ଥାନା ଟ୍ରକ ଡ୍ରାଇଭରକୁ ଅଟକ ରଖିଥିବା ଜଣାପଡିଛି l ଟାଉନ ପୋଲିସ ଦୁର୍ଘଟଣାକୁ ନେଇ ତଦନ୍ତ କରୁଥିବା ପୋଲିସ ପକ୍ଷରୁ କୁହାଯାଇଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri