ଟ୍ରକକୁ ଧକ୍କା ଦେଇ ଓଲଟିଲା କୁକୁଡ଼ା ନେବାକୁ ଆସିଥିବା ଟ୍ରକ: ୫ ଗୁରୁତର

ଭଦ୍ରକ ଅଫିସ,୨୯।୪: ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ତ୍ରିଶଳପୁର ଛକ ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। କୁକୁଡ଼ା ନେବାକୁ କଲିକତାରୁ ଆସିଥିବା ଟ୍ରକ ଅନ୍ୟ ଏକ ଟ୍ରକକୁ ଧକ୍କା ଦେଇ ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ ଟ୍ରକ୍‌ରେ ସମୁଦାୟ ୬ ଜଣ ଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି।
ସୂଚନା ମୁତାବକ, କଲିକତା ଅଞ୍ଚଳରୁ ଏକ ଟ୍ରକ୍‌ କୁକୁଡ଼ା ଛୁଆ ନେବା ପାଇଁ ଆସିଥିବା ବେଳେ ତ୍ରିଶଳପୁର ଛକ ନିକଟରେ ଅନ୍ୟ ଏକ ଟ୍ରକକୁ ଧକ୍କା ଦେଇ ରାସ୍ତା କଡ଼କୁ ଓଲଟି ପଡିଥିଲା। ସମସ୍ତ ଗୁରୁତର କଲିକତା ଅଞ୍ଚଳର ବୋଲି ଜଣାପଡ଼ିଛି । ତେବେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ଗ୍ରାମାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ସମସ୍ତ ଗୁରୁତରଙ୍କୁ ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଅଧିକ ଚିକିତ୍ସା ପାଇଁ ୩ ଜଣଙ୍କୁ କଟକ ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri