ଆମପାଣି ଘାଟିରେ ପୁଣି ଓଲଟିଲା ଟ୍ରକ

କୋକସରା,୧୦।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଘାଟିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଗତ ଗୁରୁବାର ଏକ ପେଟ୍ରୋଲ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଶୁକ୍ରବାର ରାତିରେ ପୁଣି ଏକ ମକା ବୋଝେଇ ଟ୍ରକ (ନଂ. ଓଡି-୦୫ ଏକ୍ୟୁ- ୧୧୪୯) ଘାଟି ରାସ୍ତାର ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଟ୍ରକଟି ମକା ବୋଝେଇ କରି ଉମରକୋଟରୁ କଟକ ଯାଉଥିବା ବେଳେ ଏହି ଘଟଣା ଘଟିଛି। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଛନ୍ତି। ଅନ୍ୟପକ୍ଷେ ରାଜପଥରେ ଯାତାୟାତ ସ୍ବାଭାବିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

୪ ବର୍ଷ ତଳେ ହୋଇଥିଲା ପୋଷ୍ଟିଂ, ଭଡ଼ା ଘରୁ ଉଦ୍ଧାର ହେଲା ପୋଷ୍ଟମ୍ୟାନଙ୍କ ମୃତଦେହ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଗୋଠଗାଁ ପୋଷ୍ଟମ୍ୟାନଙ୍କ ମୃତଦେହକୁ ତାଙ୍କ ଭଡାଘରୁ ଉଦ୍ଧାର କରାଯାଇଛି। ମୃତ ପୋଷ୍ଟମ୍ୟାନ ଜଣଙ୍କ ହେଲେ ଗଜପତି ଜିଲା…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମିନି ଷ୍ଟାଡିୟମରେ ଅଧିକାଂଶ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁନି, ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ…

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ): କିଛି ମାସ ହେବ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଅଧିକାଂଶ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ଦେଖିବାକୁ ମିଳିଛି। ଏନ୍‌ଏସି ଅଧ୍ୟକ୍ଷାଙ୍କ ବାସଭବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri