ଆମପାଣି ଘାଟିରେ ପୁଣି ଓଲଟିଲା ଟ୍ରକ

କୋକସରା,୧୦।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଘାଟିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଗତ ଗୁରୁବାର ଏକ ପେଟ୍ରୋଲ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଶୁକ୍ରବାର ରାତିରେ ପୁଣି ଏକ ମକା ବୋଝେଇ ଟ୍ରକ (ନଂ. ଓଡି-୦୫ ଏକ୍ୟୁ- ୧୧୪୯) ଘାଟି ରାସ୍ତାର ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଟ୍ରକଟି ମକା ବୋଝେଇ କରି ଉମରକୋଟରୁ କଟକ ଯାଉଥିବା ବେଳେ ଏହି ଘଟଣା ଘଟିଛି। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଛନ୍ତି। ଅନ୍ୟପକ୍ଷେ ରାଜପଥରେ ଯାତାୟାତ ସ୍ବାଭାବିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାରେ ବାଧକ ସାଜିଛି ଅର୍ଥ

ଫୁଲବାଣୀ ଅଫିସ, ୨୦ା୩ – ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତର କିଲୁ ଗ୍ରାମର ଭାରତ ମଲ୍ଲିକ (୯)। ପାଠ ପଢ଼ିବା ବୟସରେ ଦେହ ଖରାପ ଯୋଗୁ...

ଆମପାଣି ଘାଟି ତଳୁ ଦୁର୍ଘଟଣାଗ୍ରସ୍ତ ମକା ବୋଝେଇ ଟ୍ରକ୍‌ ଠାବ: ଡ୍ରାଇଭର ମୃତ, ଉଦ୍ଧାର କାର୍ଯ୍ୟ ଜାରି

କୋକସରା,୧୪।୧୨(ଡି.ଏନ୍‌.ଏ.): କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟି ତଳୁ ଦୁର୍ଘଟଣାଗ୍ରସ୍ତ ଏକ ମକା ବୋଝେଇ ଟ୍ରକ୍‌କୁ ଶନିବାର ଠାବ କରାଯାଇ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗତ...

ଗଞ୍ଜାମକୁ ଆସୁଥିବା ଲୋକଙ୍କ ଉପରେ ରଖାଯିବ ନଜର: ନିର୍ଦ୍ଦେଶ ଦେଲେ ଜ଼ିଲାପାଳ

ଛତ୍ରପୁର, ୨୩।୯(ଡି.ଏନ.ଏ): ଗଞ୍ଜାମରେ କରୋନା ସ୍ଥିତିରେ ବେଶ୍‌ ସୁଧାର ଆସିଛି । ଏନେଇ ଜ଼ିଲାବାସୀଙ୍କୁ ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଭିଡିଓ ବାର୍ତ୍ତାରେ ଧନ୍ୟବାଦ...

ଖାଲଖମାରେ ପୂରିଛି ରାସ୍ତା, ଯାତାୟାତରେ ସମସ୍ୟା

ସିଂହପୁର,୧୪ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅନ୍ତର୍ଗତ ସିଂହପୁର ସେକ୍ସନର ନୂଆମାହାରା ଦକ୍ଷିଣ ପାର୍ଶ୍ୱର ଜରିଠାରୁ ଛୋଟାଗଡ଼ି ପର୍ଯ୍ୟନ୍ତ ୭ କିମି ରାସ୍ତା ବିପର୍ଯ୍ୟସ୍ତ...

ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଅଡୁଆରେ ବିଜେଡି ପଦାଧିକାରୀ

ଚନ୍ଦାହାଣ୍ଡି, ୨୮।୩: ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଜିଲା ବିଜେଡି ସଂଯୋଜକ ଏବେ ଅଡୁଆରେ। କଂଗ୍ରେସ କର୍ମୀ ଜିଲା ସଂଯୋଜକ ପ୍ରମୋଦ...

ଘର ଉପରେ ବଜ୍ରପାତ: ଜଣେ ମୃତ,୨ଗୁରୁତର

ଠାକୁରମୁଣ୍ଡା,୨୦।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ନିକଟ ଜୁଡାମ୍ବ ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏକ ଘର ଉପରେ ବଜ୍ରପାତ ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ମାଓବାଦୀ ଗତିବିଧି, ୫ଟି ଉପରେ ସମୀକ୍ଷା

ବ୍ରହ୍ମପୁର ଅଫିସ,୯ା୨-ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୫ ପୋଲିସ ଜିଲାର...

ପଲିଥିନ ତଳେ ବିତୁଛି ଜୀବନ

ବାରିପଦା ଅଫିସ, ୨୭ା୨- ପକ୍କା ଘର ଖଣ୍ଡିଏ ପାଇଁ ଯେତେ ଗୁହାରି କଲେ ବି ଘରଟିଏ ମିଳିଲା ନାହିଁ। ଭାଗ୍ୟକୁ ଆଦରି ଟାଇଲ ଛପର ଘରେ...

Advertisement
Archives

Model This Week