ପଥଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଝୁମ୍ପୁରା,୨୮।୧୨(ଡି.ଏନ.ଏ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଧୀନ ୨୦ ନମ୍ବରଏନ୍‌ଏଚ୍‌ ବାଇପାସ ଛକ ନିକଟରେ ମଙ୍ଗଳବାର ଏକ ଟ୍ରକ ମାଡିଯିବାରୁ ଜଣେ ପଥଚାରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାୟାଧର ପ୍ରଧାନ। ତାଙ୍କ ଘର ଅର୍ଶଳା ଗ୍ରାମରେ।

ମାୟାଧର ରାସ୍ତା ପାର୍ଶ୍ୱରେ ଚାଲିକି ଯାଉଥିବା ବେଳେ ପଛ ପଟୁ ଏକ ଟ୍ରକ୍‌ ଦ୍ରୁତ ଗତିରେ ଆସି ତାଙ୍କ ଉପରେ ମାଡିଯାଇଥିଲା। ଫଳରେ ଘଟଣାସ୍ଥଳରେ ମାୟାଧରଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଜବତ କରି ମୃତ ଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଝୁମ୍ପୁରା ପୋଲିସ ଏକ ମାମଲା (ନଂ.୧୫୯/୨୧) ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ବିଧାୟକଙ୍କୁ ଆକ୍ରମଣ ଘଟଣା: ୯ ଗିରଫ

ଖୋର୍ଦ୍ଧା ଅଫିସ,୨୮।୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସଙ୍କ ଉପରେ ଗାଡ଼ି ମଡାଇବା ଅଭିଯୋଗରେ ଚିଲିକା ବିଧାୟକ ଗିରଫ ହୋଇ ଜେଲରେ ଅଛନ୍ତି ।...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୋଭିଡ୍‌ ନିୟମ ଉଲ୍ଲଂଘନ ପ୍ରସଙ୍ଗ: ପୂଜା କମିଟିକୁ ଜରିମାନା

ଝାରସୁଗୁଡ଼ା ଅଫିସ,୧୮ା୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହାକୁ କେହି ଖିଲାପ କଲେ ସେମାନଙ୍କ ବିରୋଧରେ ଆଇନ...

ବନ୍ୟାକୁ ବର୍ଷେ, ମରାମତି ହେଲାନି ରାସ୍ତା

ବିଞ୍ଝାରପୁର,୧୯ା୧୨(ଡି.ଏନ.ଏ.): ଖରସ୍ରୋତା ନଦୀରେ ଗତବର୍ଷ ବନ୍ୟା ଆସି ବିଞ୍ଝାରପୁର ବ୍ଲକ ଚନ୍ଦ୍ରମୁଁ ପଞ୍ଚାୟତ ମଲ୍ଲିପୁର ଗ୍ରାମର ରାସ୍ତା ଭାଙ୍ଗିଥିଲା। ଇତିମଧ୍ୟରେ ବନ୍ୟାକୁ ବର୍ଷେ ପୂରିଥିଲେ ମଧ୍ୟ...

ବନ୍ଦ କୋଠରିରୁ ବିବାହିତ ଯୁବକ, ନାବାଳିକାଙ୍କ ମୃତଦେହ ଜବତ

ରାୟଗଡ଼ା ଅଫିସ,୨୯।୧୨: ଗୋଟିଏ ବନ୍ଦ କୋଠରିରୁ ଜଣେ ବିବାହିତ ଯୁବକ ଓ ଜଣେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ରାୟଗଡ଼ା ପୋଲିସ ଜବତ କରିଛି। ତେବେ ମୃତ୍ୟୁର...

ଦାସିଆ ଅଜାଙ୍କ ସଂଗ୍ରହାଳୟରେ ଚନ୍ଦ୍ରପୃଷ୍ଠର ପଥର

ନୂଆଗାଁ,୧୮ା୯ (ଡି.ଏନ.ଏ.): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଚନ୍ଦ୍ରୟାନ -୨କୁ ଚନ୍ଦ୍ରପୃଷ୍ଠରେ ଅବତରଣ କରି ଚନ୍ଦ୍ରରେ ଥିବା ଅନେକ ତଥ୍ୟ ଉନ୍ମୋଚନ କରି ମହାକାଶ...

ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ...

ବଡ଼ଦିନ: ଭିତରକନିକାରେ ପର୍ଯ୍ୟଟକଙ୍କ ଭିଡ଼

ରାଜନଗର, ୨୬ା୧୨(ଡି.ଏଡ଼.ଏ.):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଭିତରକନିକାରେ ବଡଦିନ ଅବସରରେ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି। ରବିବାର ଗୋଟିଏ ଦିନରେ ୨୮୧୩ ପର୍ଯ୍ୟଟକ ୧୦୮ଟି ବୋଟ୍‌ରେ...

୭ରେ ତପୋବନ ମହିମା ମେଳା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଢେଙ୍କାନାଳ ଅଫିସ, ୩୦।୧୦: ମହିମାଧର୍ମର ଆଦିପୀଠ ତଥା ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତପୋବନ ମହିମା ବିହାରରେ ଆସନ୍ତା ୭ ତାରିଖରେ ତପୋବନ ମେଳା ଅନୁଷ୍ଠିତ ହେବ।...

Advertisement
Archives

Model This Week