ଟ୍ରକ୍‌ ମାଲିକଙ୍କ ଅନଶନ ଜାରି, ଦାୟିତ୍ୱ ହସ୍ତାନ୍ତର ନ କଲେ ସଂଘ କାର୍ଯ୍ୟାଳୟ ଘେରାଉ ଚେତାବନୀ

କେନ୍ଦୁଝର,୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘର ଅବଧି ଶେଷ ହୋଇଯାଇଥିଲେ ହେଁ ନିର୍ବାଚନ ହେଉ ନ ଥିବାରୁ ଟ୍ରକ ମାଲିକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏପରିକି ପ୍ରଶାସନ ତଥା ପରାମର୍ଶ ବୋର୍ଡଙ୍କ ଆଦେଶକୁ ମାନି ଦାୟିତ୍ୱ ହସ୍ତାନ୍ତର କରି ନିର୍ବାଚନ କରିବା ପାଇଁ ସହ ଯୋଗ କରୁ ନ ଥିବାରୁ ଅଭିଯୋଗ କରି ଗତ ୩୧ ତାରିଖରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଟ୍ରକ୍‌ ମାଲିକମାନେ ଅନିର୍ଦ୍ଦିଷ୍ଟ ଆମରଣ ଅନଶନ ଆରମ୍ଭ କରିଛନ୍ତି। ସାମ୍ବିଧାନିକ ବ୍ୟବସ୍ଥା ଫେରାଇ ଆଣି ନିର୍ବାଚନ କରିବା ଦାବିରେ ଏହି ଆନ୍ଦୋଳନ ଚାଲିଥିଲେ ହେଁ ସଂଘ କାର୍ଯ୍ୟକାରିଣୀ କମିଟି ପଦକ୍ଷେପ ନେଉ ନ ଥିବାରୁ ପୁଞ୍ଜୀଭୂତ ଅସନ୍ତୋଷ ଧୀରେ ଧୀରେ ଆନ୍ଦୋଳନର ରୂପ ନେବାକୁ ବସିଛି। ତୁରନ୍ତ ଦାୟିତ୍ୱ ହସ୍ତାନ୍ତର ନ କଲେ ବାଧ୍ୟ ହୋଇ ଟ୍ରକ ମାଲିକମାନେ ସଂଘ କାର୍ଯ୍ୟାଳୟରେ ତାଲା ପକାଇବେ ବୋଲି ଚେତାବନୀ ଦେଇଛନ୍ତି। ଅନ୍ୟପକ୍ଷରେ ଦାୟିତ୍ୱ ହାତକୁ ନେଇ ଆସନ୍ତା ୨୫ରେ ନିର୍ବାଚନ କରି ଉଚ୍ଚ ନ୍ୟାୟାଳୟଙ୍କୁ ଜଣାଇବାକୁ ଜିଲା ପ୍ରଶାସନ ଚିଠି କରି ପରାମର୍ଶ ବୋର୍ଡଙ୍କୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରୁ ନବୀନଙ୍କୁ ସିଧାସଳଖ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, ନିଶ୍ୱାସ ପଡିଲା…

କେନ୍ଦୁଝର,୨୩।୬(ନରେଶ ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। କେନ୍ଦୁଝରରେ ମା’ ତାରିଣୀଙ୍କୁ ଦର୍ଶନ କରିବା ପରେ ପ୍ରାୟ ୪...

ନିଜ ଜନ୍ମ ମାଟିରେ ରୋଡ଼ ଶୋ’ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ରାଜେନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି ଘଟଗାଁ ହାଇସ୍କୁଲ...

ମା’ କୋଳରେ ଶୋଇଥିବା ବେଳେ ଶିଶୁପୁତ୍ରଙ୍କୁ ଆକ୍ରମଣ କଲା ହେଟାବାଘ

ପାଟଣା,୨୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖୀରେଇଟାଙ୍ଗିରୀ ସେକ୍ସନ ନିହ୍ନୁଆଁ ଗ୍ରାମରେ ହେଟାବାଘ ଆତଙ୍କ ଦେଖାଦେଇଛି। ହେଟାବାଘ ଆକ୍ରମଣରେ ଜଣେ ୪ ବର୍ଷର ଶିଶୁପୁତ୍ର...

ଘଟଗାଁରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା’ ତାରିଣୀଙ୍କ ପୀଠ ହେବ…

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖମନ୍ତ୍ରୀ ମୋହନ ଚରଣ ମାଝି ରବିବାର କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରିବା ସହ ଏହାର...

ଘଟଗାଁରେ ପହଞ୍ଚି ମା’ ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରବିବାର ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ଘଟଗାଁରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭାଜପା...

ଆଜି ଜନ୍ମ ମାଟି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

କେନ୍ଦୁଝର,୨୩।୬: ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମ...

ଅଧିକାରୀଙ୍କୁ ନାଳକୁ ଠେଲିଦେଲେ

ଯୋଡ଼ା,୨୩ା୬(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଦେଓଝରରେ ଥିବା ଏକ କମ୍ପାନୀର ତୈଳଯୁକ୍ତ ଜଳ ନିକଟବର୍ତ୍ତୀ ଗ୍ରାମରେ ଥିବା ନାଳରେ ମିଶିବାକୁ ନେଇ କିଛିଦିନ...

ଏକମାତ୍ର ପୁଅର ୨ କିଡ୍‌ନୀ ଖରାପ

ପାଟଣା,୨୩ା୬(ବୀର କିଶୋର ଦାଶ): ସାଙ୍ଗସାଥୀଙ୍କ ମେଳରେ ଖେଳିବା, ବୁଲିବା କଥା; କଅଁଳ ବୟସରେ ଦୁରାରୋଗ୍ୟରେ ପୀଡ଼ିତ ହୋଇ ଶଯ୍ୟାରେ ପଡ଼ି ମୃତ୍ୟୁ ସହ ସଙ୍ଘର୍ଷ କରୁଛନ୍ତି। ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri