ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା। ଫଳରେ ସ୍ବାମୀଙ୍କ ଆଗରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଥିବା ଜଣାପଡିଛି। ତାଙ୍କ ସ୍ଥାନୀୟ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଖବର ପାଇ ବ୍ରାହ୍ମଣୀ ତରଙ୍ଗ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଏପରିକି ପୋଲିସ ଟ୍ରକକୁ ଅଟକ ରଖିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଛାତ୍ରୀଛାତ୍ରଙ୍କୁ ମିଳିବ କେଜିରୁ ପିଜି ମାଗଣା ଶିକ୍ଷା; ଜାରି ହେଲା ଯୋଗ୍ୟତା ସର୍ତ୍ତ

ଭୁବନେଶ୍ୱର,୧୪।୭: କେଜିରୁ ପିଜି ମାଗଣା ପାଠପଢ଼ା ପ୍ରସଙ୍ଗ ଉପରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଯୋଗ୍ୟତା ସର୍ତ୍ତ ଜାରି କରାଯାଇଛି। ସୂଚନାନୁସାରେ ଶ୍ରେଣୀଗୃହରେ ୭୫% ଉପସ୍ଥାନ ବାଧ୍ୟତାମୂଳକ ରହିଛି।…

ରାଜଧାନୀରେ ମାତିଲେଣି ଲୁଟେରା, ଘରେ ପଶି ନେଇଗଲେ ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର

ଭୁବନେଶ୍ୱର,୧୪।୭: ରାଜଧାନୀ ଉପପଣ୍ଠରେ ମାତିଛନ୍ତି ଲୁଟେରା। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଜାମୁକୋଳି ଗାଁରେ ଏକ ବଡ଼ ଧରଣର ଲୁଟ ହୋଇଛି। କେତେଜଣ ଦୁର୍ବୃତ୍ତ ଜାମୁକୋଳି ଗାଁର ଏକ…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri