ମାଙ୍ଗାନିଜ ବୋଝେଇ ଟ୍ରକ ଜବତ: ୨ ଗିରଫ

ବଡବିଲ, ୨୧।୧୦(ସ୍ବ.ପ୍ର)-କେନ୍ଦୁଝର ଜିଲା ବଡବିଲ ପୋଲିସ ମଙ୍ଗଳବାର ରାତିରେ ରାତିରେ ଭଦ୍ରାସାହି ସ୍ଥିତ ୫୨ ନମ୍ବର ଜାତୀୟ ରାଜପଥରୁ ଏକ ଚୋରା ମାଙ୍ଗାନିଜ ବୋଝେଇ ଟ୍ରକ ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପଶ୍ଚିମବଙ୍ଗ ରାଜ୍ୟର କୈଳାଶ ମହାତୋ ଏବଂ ଦିଲୀପ ପ୍ରସାଦ ସିଂହ। ଉଭୟଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ତେବେ ମାଙ୍ଗାନିଜ କେଉଁଠାରୁ ଲୋଡ କରି କେଉଁଠାକୁ ନିଆଯାଉଥିଲା ଏବଂ ଏହି ଚୋରା କାରବାରରେ ଆଉ କିଏ ସଂପୃକ୍ତ ରହିଛନ୍ତି ସେ ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri