ପୂର୍ବତନ ନାଜି ସୈନ୍ୟଙ୍କୁ ସମ୍ମାନିତ କରି କ୍ଷମା ମାଗିଲେ ଟ୍ରୁଡୋ

ଓଟ୍ଟାଓ୍ବା,୨୮ା୯(ପି.ଟି.):ଦ୍ୱିତୀୟ ବିଶ୍ୱଯୁଦ୍ଧ ବେଳେ ନାଜି ସେନା ପାଇଁ ଲଢ଼େଇ କରିଥିବା ବର୍ଷୀୟାନ ସୈନ୍ୟଙ୍କୁ କାନାଡା ପାର୍ଲାମେଣ୍ଟରେ ସମ୍ମାନିତ କରାଯିବାକୁ ବିଶ୍ୱବ୍ୟାପୀ ଏହାକୁ ନିନ୍ଦା କରାଯିବା ପରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଏଥିପାଇଁ କ୍ଷମା ମାଗିଛନ୍ତି। କାନାଡା ଇତିହାସରେ ଏହା ସବୁଠୁ ବଡ଼ କୂଟନୈତିକ ଲଜ୍ଜା ବୋଲି ବିରୋଧୀ ଦଳ କହିଥିଲେ।
ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତାଙ୍କ ହତ୍ୟାରେ ଭାରତ ସମ୍ପୃକ୍ତ ବୋଲି ଟ୍ରୁଡୋ ଅଭିଯୋଗ ଆଣି ନୂଆଦିଲ୍ଲୀ ସହ କୂଟନୈତିକ ତିକ୍ତତା ବଢ଼ାଇଥିବାବେଳେ ଗତ ଶୁକ୍ରବାର କାନାଡା ପାର୍ଲାମେଣ୍ଟରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର୍‌ ଜେଲେନ୍‌ସ୍କିଙ୍କ ଉପସ୍ଥିତିରେ ପୂର୍ବତନ ନାଜି ସୈନ୍ୟ ୟାରୋସ୍ଲାଭ୍‌ ହୁଙ୍କାଙ୍କୁ ସମ୍ମାନିତ କରାଯାଇଥିଲା। ଏଥିପାଇଁ ଦାୟୀ ବାଚସ୍ପତି ଆନ୍ଥୋନି ରୋଟା ମଙ୍ଗଳବାର ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି।…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri