‘ଆମେରିକାର ଚେତାବନୀ ପରେ ବଦଳିଲା ସ୍ୱର’, ପୁଣି ଭାରତକୁ ଟାର୍ଗେଟ କଲେ କାନାଡ଼ା ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୦।୧୨: ଖଲିସ୍ଥାନୀ ଆତଙ୍କବାଦୀ ଗୁରୁପନ୍ତ ସିଂହ ପାନୁ ହତ୍ୟା ମାମଲାରେ ପୁଣି ଭାରତକୁ ଟାର୍ଗେଟ କରିଛନ୍ତି କାନାଡ଼ାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ। ବୁଧବାର ସେ କହିଛନ୍ତି ଯେ, ‘ଏହି ମାମଲାରେ ସମ୍ପୃକ୍ତି ନେଇ ଆମେରିକା ଚେତାବନୀ ଦେବା ପରେ ଭାରତର ସ୍ୱର ବଦଳିଥିଲା।’

ଏହା ପରେ ସେ କହିଛନ୍ତି ‘ଭାରତ ବୋଧହୁଏ ବୁଝି ସାରିଛି ଏହିପରି ଭାବେ ସେମାନେ ତାଙ୍କର ସ୍ୱର ଉପସ୍ଥାପନା କରିପାରିବେ ନାହିଁ। କାନାଡା ବର୍ତ୍ତମାନ ଭାରତ ସହ ଲଢ଼ିବାକୁ ଚାହୁଁ ନାହିଁ ଏବଂ ଲୋକଙ୍କ ସୁରକ୍ଷା ତଥା ଆଇନର ଶାସନ ପାଇଁ ଛିଡା ହେବା ଉପରେ ଗୁରୁତ୍ୱାରୋପ କରିଛି।’

“ଆମେ ଭାରତ ସହ ବାଣିଜ୍ୟ ଚୁକ୍ତି ଉପରେ କାର୍ଯ୍ୟ କରିବାକୁ ଇଛୁକ। ଆମେ ଇଣ୍ଡୋ-ପ୍ରଶାନ୍ତ ମହାସାଗରୀୟ ରଣନୀତିକୁ ଅଗ୍ରଗତି କରିବାକୁ ଚାହୁଁଛୁ। କିନ୍ତୁ କାନାଡା ପାଇଁ ଲୋକଙ୍କ ଅଧିକାର, ଲୋକଙ୍କ ସୁରକ୍ଷା ତଥା ଆଇନର ଶାସନ ପାଇଁ ଛିଡା ହେବା ଏହାର ମୂଳଦୁଆ ଅଟେ ଏବଂ ତାହା ହିଁ ଆମେ ଆମେ କରିବାକୁ ଯାଉଛୁ ବୋଲି ଟ୍ରୁଡୋ କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri